ଅଗଷ୍ଟ ୩କୁ ଘୁଞ୍ଚିଲା ମହାନଦୀ ଶୁଣାଣି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ହୋଇଛି। ଓଡ଼ିଶା ପକ୍ଷରୁ ହୋଇଥିବା ମଧ୍ୟବର୍ତ୍ତିକାଳୀନ ଆବେଦନ ଉପରେ ଏହି ଶୁଣାଣି ହୋଇଛି। ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୩ରେ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। ମୂଳ ମାମଲାରେ ମଧ୍ୟ ଉଭୟ ରାଜ୍ୟକୁ ନିର୍ଦ୍ଦେଶ ଦେଲେ ଟ୍ରିବ୍ୟୁନାଲ। ଅକ୍ଟୋବର ୧୯ ସୁଦ୍ଧା ସମସ୍ତ କାଗଜପତ୍ର ଦାଖଲ କରିବାକୁ ଓଡ଼ିଶା ଓ ଛତିଶଗଡ଼କୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇଥିବା ଆର୍‌ଆଇଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତି ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ସମସ୍ତ ପ୍ରମାଣକୁ ଭିତ୍ତି...

ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ବର,୨।୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶର୍‌ବବର୍ତ୍ତୀ ଆଣ୍ଡାମାନ ସାଗରରେ ଅବପାତର ରୂପ...

ରାଜ୍ୟରୁ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, କଟକରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ...

ହୋମ୍‌ କ୍ୱାରାଣ୍ଟାଇନ୍‌ ପାଳନ ନ କରିି ଯମ କୋଳକୁ ଯାଉଛନ୍ତି: ବାଗ୍‌ଚୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲୋକମାନଙ୍କ ମଧ୍ୟରେ ଭୟ ଓ ସଚେତନତା କମିଯାଉଥିବା ଦେଖିବାକୁ ମିଳୁଛି। ଏହାକୁ...

ଆସନ୍ତା ୧୦ ଯାଏ ବର୍ଷା: କ୍ଷତିଗ୍ରସ୍ତ ହେବ ରବି ଫସଲ, ପନିପରିବା ଚାଷ

ଭୁବନେଶ୍ୱର,୬।୨(ବ୍ୟୁରୋ): ଛତିଶଗଡ଼ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାରଠାରୁ ୧୦ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର...

ମାସ୍କ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା

ଛତ୍ରପୁର,୫ା୪(ଡି.ଏନ୍‌.ଏ.)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଶନିବାରଠାରୁ ଆଶିଂକ ଶଟଡାଉନ୍‌ ଲାଗୁ କରାଯାଇଛି। ଅର୍ଥାତ୍‌ ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ...

ରାଷ୍ଟ୍ରପତି ନିର୍ବାଚନ: ମତଦାନ କଲେ ମୁଖ୍ୟମନ୍ତ୍ରୀ ସମେତ ୧୪୫ ବିଧାୟକ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ସୋମବାର ମତଦାନ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଓଡ଼ିଶାରୁ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

Advertisement
Archives

Model This Week