Posted inଜାତୀୟ

ଅଗଷ୍ଟ ୫ରୁ ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୫ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି: ସେନା

ଶ୍ରୀନଗର,୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସିତ ଭାଜପା ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦେବା ପରେ ସେଠାରେ ପରିସ୍ଥିତିକୁ ଶାନ୍ତ ରଖିବାକୁ ସବୁ ପ୍ରକାର ପ୍ରୟାସ କରାଯାଇଥିଲା। ହେଲେ ଏସବୁ ମଧ୍ୟରେ ବି ଅଗଷ୍ଟ ୫ରୁ ଅର୍ଥାତ୍‌ ପ୍ରାୟ ୩୦ ଦିନ ମଧ୍ୟରେ ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୫ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଛି ବୋଲି ବୁଧବାର ଭାରତୀୟ ସେନା ସ୍ପଷ୍ଟ କରିଛି। ପ୍ରଥମ ଥର ପାଇଁ ଏମିତି ଏକ ସରକରୀ ତଥ୍ୟ ସାମ୍ନାକୁ ଆସିଥିବା କୁହାଯାଉଛି। ସୂଚନାଯୋଗ୍ୟ, ସେଠାରେ ଉତ୍ତେଜନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏପର୍ଯ୍ୟନ୍ତ ସମସ୍ତ ଅଞ୍ଚଳରେ ମୋବାଇଲ ଓ ଇଣ୍ଟରନେଟ ସେବା ଯୋଗାଇ ଦିଆଯାଇ ନାହିଁ। ଅନେକ ସ୍ଥାନରେ ପରିସ୍ଥିତି ସାମାନ୍ୟ ମଧ୍ୟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅମ୍ଫନ’କୁ ନେଇ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ,୧୯।୫: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଷ୍ଟ୍ରୀୟ ସଙ୍କଟ ପରିଚାଳନା କମିଟି(ଏନ୍‌ସିଏମ୍‌ସି)ର ତୃତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ତଥା...

‘ଆହୁରି ୧୫ ବର୍ଷ ବଞ୍ଚିବି’

ଧର୍ମଶାଳା,୮।୪: ତିବ୍ଦତୀୟ ଧର୍ମଗୁରୁ ନେତା ଦଲାଇ ଲାମା ହିମାଚଳ ପ୍ରଦେଶର ମ୍ୟାକ୍‌ଲିଓଡଗଞ୍ଜର ମୁଖ୍ୟ ବୌଦ୍ଧ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ୨୫ତମ ଶୋଟନ ମହୋତ୍ସବରେ ଯୋଗ ଦେଇଛନ୍ତି।...

ବିଶ୍ୱବିଦ୍ୟାଳୟରେ ହିଂସକ ପ୍ରଦର୍ଶନ ଉଚିତ୍‌ ନୁହେଁ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ହିଂସାକାଣ୍ଡ ଦେଖାଦେଇଛି। ବିଶ୍ୱବିଦ୍ୟାଳୟରେ ଏଭଳି ହିଂସକ ପ୍ରଦର୍ଶନ ଉଚିତ୍‌ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ...

ଦେଶର ବିକାଶ ଗତିକୁ ବୃଦ୍ଧି କରିଛି ଜନ ଧନ ଯୋଜନା…

ନୂଆଦିଲ୍ଲୀ,୨୮।୮: ଦେଶର ବିକାଶରେ ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ଏହା ବିକାଶ ଗତିକୁ ବହୁଗୁଣା ବୃଦ୍ଧି କରିବାକୁ ସକ୍ଷମ ହୋଇଛି ବୋଲି...

ପରିବାର ସହ ଦିଲ୍ଲୀ ଛାଡିଲେ ନବୀନ ଜିନ୍ଦଲ

ନୂଆଦିଲ୍ଲୀ,୧୨ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ରୁ ବହିସ୍କୃତ ହୋଇଥିବା ନେତା ନବୀନ ଜିନ୍ଦଲ ପରିବାର ସହ ରବିବାର ଦିଲ୍ଲୀ ଛାଡିଛନ୍ତି । ତାଙ୍କୁ ଜୀବନରୁ ମାରି...

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ, ୩୧।୮-ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସୋମବାର ପରଲୋକ ହୋଇଯାଇଛି। ଏ ନେଇ ତାଙ୍କ ପୁଅ ଅଭିଜିତ୍‌ ମୁଖାର୍ଜୀ ଟୁଇଟ କରି ସୂଚନା ଦେଇଛନ୍ତି।...

ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଲଶ୍କର ଆତଙ୍କବାଦୀ ଆସିଫ୍‌ ନିହତ

ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀର ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଲଶ୍କର-ଇ-ତୋଏବା ଶୀର୍ଷ ଆତଙ୍କବାଦୀ ଆସିଫ୍‌ଙ୍କ ମୃତ୍ୟୁ ଘଟିଛି। ଆସିଫ୍‌ ଏଠାରେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ...

ପ୍ଲାଜ୍‌ମା ଥେରାପିର ଅଧିକ ପରୀକ୍ଷା ଆବଶ୍ୟକ: ବିଶେଷଜ୍ଞଙ୍କ ମତ

ନୂଆଦିଲ୍ଲୀ,୫ା୫: କରୋନା ଭୂତାଣୁକୁ ନାଶ କରିବା ପାଇଁ ପ୍ଲାଜ୍‌ମା ଥେରାପି ଉପଯୁକ୍ତ ଚିକିତ୍ସା ବୋଲି କହିହେବ ନାହିଁ। ଏହି ଚିକିତ୍ସାର ପ୍ରଭାବ ସମ୍ପର୍କରେ ନିଶ୍ଚିତ ହେବାକୁ...

Advertisement
Archives

Model This Week