Posted inଜାତୀୟ

ଅଗଷ୍ଟ ୬ରୁ ଆରମ୍ଭ ହେବ ଅଯୋଧ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୮: ବହୁ ଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଆସନ୍ତା ୬ ତାରିଖ ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଶୁକ୍ରବାର କହିଛନ୍ତି। ଏହି ମାମଲାର ଶୁଣାଣି ପ୍ରତିଦିନ କରାଯିବ। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟରେ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ରେ ହେବାର ଥିଲା। ଅଦାଲତଙ୍କ ହ୍ବାରା ନିଯୁକ୍ତ ମଧ୍ୟସ୍ଥ କମିଟି ସୋମବାର ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଅନ୍ତରୀଣ ରିପୋର୍ଟ ଜଉମୁଦ ଲଫାପାରେ ଦାଖଲ କରିଥିଲେ। ଶୁକ୍ରବାର ସର୍ବୋଚ୍ଚ ଅଦାଲତ ଉକ୍ତ ରିପୋର୍ଟ ଉପରେ ଶୁଣାଣି କରିପାରନ୍ତି ବୋଲି ଅନୁମାନ କରାଯାଉଥିଲା। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ ଏସ.ଏ. ବୋବ୍‌ଡେ, ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ଏସ. ଅବଦୁଲ ନାଜିରଙ୍କୁ ନେଇ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ ମାମଲାର ଶୁଣାଣି କରିଥାଆନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ନା ପୋଲିସ ହେପାଜତ: ଏଏପି-ଦିଲ୍ଲୀ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୧୩।୧୨: ଦିଲ୍ଲୀ ପୋଲିସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମଧ୍ୟରେ ପୁଣି ମୁହାଁମୁହିଁ ସ୍ଥିତି ଦେଖାଦେଇଛି। ଦିଲ୍ଲୀ ନଗର ନିଗମରେ ହୋଇଥିବା ୨୪୫୭ କୋଟି ଟଙ୍କା...

ଠିକ୍‌ ସମୟରେ ହସ୍ତକ୍ଷେପ କରିବୁ

ନୂଆଦିଲ୍ଲୀ,୧୨ା୨(ପି.ଟି.): ପ୍ରତ୍ୟେକ ନାଗରିକଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା କରାଯିବ ଏବଂ ଉପଯୁକ୍ତ ସମୟରେ ହିଜାବ ପିଟିଶନର ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଶିକ୍ଷାନୁଷ୍ଠାନରେ...

ସଡ଼କକୁ ଗଲା ସଂସଦ କଳି

ନୂଆଦିଲ୍ଲୀ,୧୩ା୮:ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହୋଇଛି। କିନ୍ତୁ ଯେତେଦୂର ଦେଶର ୬୦ ପ୍ରତିଶତ ଲୋକଙ୍କ ପ୍ରଶ୍ନ ଉଠୁଛି, କୌଣସି ଅଧିବେଶନ ହୋଇନାହିଁ। ୬୦% ଭାରତୀୟଙ୍କ ସ୍ବରକୁ...

ବିବାଦରେ ରାହୁଲଙ୍କ ଲଣ୍ଡନ ଯାତ୍ରା

ନୂଆଦିଲ୍ଲୀ,୨୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନିକଟରେ ବ୍ରିଟେନ ଗସ୍ତରେ ଯାଇଛନ୍ତି। ସେ ଲଣ୍ଡନର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଆଇଡିଆ ଫର୍‌ ଇଣ୍ଡିଆ ସମ୍ମିଳନୀରେ ଯୋଗ ଦେଇଛନ୍ତି।...

ମାଓବାଦୀ କାର୍ଯ୍ୟକଳାପ ୭୭ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ, ୧୫।୩ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାକୁ ସୂଚନା ଦେଇଛନ୍ତି ଯେ ମାଓବାଦୀ କାର୍ଯ୍ୟକଳାନ ଘଟଣା ୨୦୨୧ରେ ୭୭...

ଆଜି କ୍ୟାବିନେଟ ବୈଠକ, ମହଙ୍ଗା ଭତ୍ତା ଉପରେ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୭।୩: କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କୁ ବର୍ଷକୁ ଦୁଇଥର ମହଙ୍ଗା ଭତ୍ତା ଦିଆଯାଏ। ସରକାରୀ ନିୟମ ଅନୁଯାୟୀ ମହଙ୍ଗା ଭତ୍ତା ଜାନୁଆରୀ ପହିଲା ଏବଂ ଜୁଲାଇ ପହିଲାରେ...

ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟର ଗୌରବ: ଏଏପିର ନବନିର୍ବାଚିତ ବିଧାୟକ

ଅହମ୍ମଦାବାଦ୍‌,୧୧।୧୨: ଗୁଜୁରାଟ ବିଧାନସଭା ନିର୍ବାଚନ ପାଞ୍ଚଟି ଆସନ ଜିତିଥିବା ଆମ ଆଦମୀ ପାର୍ଟି(ଏଏପି)କୁ ଖୁବ ଶୀଘ୍ର ରାଜ୍ୟରେ ଝଟ୍‌କା ଲାଗିପାରେ। ଏଏପିର ୫ ବିଧାୟକଙ୍କ ମଧ୍ୟରୁ...

ଶୀତକାଳିନ ଅଧିବେଶନରେ ଯୋଗ ଦେଲେନି ନୁସରତ

ନୁଆଦିଲ୍ଲୀ,୧୮।୧୧: ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ନୁସରତ ଜହାଁ ସୋମବାର ଆରମ୍ଭ ହୋଇଥିବା ଶୀତକାଳିନ ଅଧିବେସନରେ ଯୋଗ ଦେଇ ନାହାଁନ୍ତି। ଶ୍ୱାସ ପ୍ରଶ୍ୱାସ ଜନିତ ଅସୁବିଧା...

Advertisement
Archives

Model This Week