Posted inଜାତୀୟ

ଅଗଷ୍ଟ ୮ରେ ପ୍ରଣବ ମୁଖାର୍ଜୀଙ୍କୁ ମିଳିବ ‘ଭାରତ ରତ୍ନ’

ନୂଆଦିଲ୍ଲୀ, ୨୮।୭: ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ବରିଷ୍ଠ ରାଜନେତା ପ୍ରଣବ ମୁଖାର୍ଜୀଙ୍କୁ ଆସନ୍ତା ଅଗଷ୍ଟ ୮ରେ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ମିଳିବ। ତାଙ୍କ ସହ ଦିବଂଗତ ସଂଗୀତକାର ଓ ଗାୟକ ଡ.ଭୂପେନ ହଜାରିକା ଓ ସାମାଜିକ କର୍ମୀ ନାନାଜୀ ଦେଶମୁଖଙ୍କୁ ମରଣୋତ୍ତର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ରାଷ୍ଟ୍ରପତି ଭବନରେ ଅୟୋଜିତ ଏକ ସୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ୨୦୧୯, ଜାନୁଆରୀ ୨୫ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ତିନିଜଣଙ୍କୁ ଚଳିତବର୍ଷ ଭାରତ ରତ୍ନ ମିଳିବ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀରେ ଯୋଗ ଦେଲେ ଶାହ

ଲକ୍ଷ୍ନୌ,୧୩ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତାଙ୍କର ଦୁଇ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଶନିବାର ବାରାଣସୀରେ ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀର ଶୁଭାରମ୍ଭ...

୪ ସ୍ଥାନରେ ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୨: ବିକ୍ଷୋଭ ପରେ ଗୁଳିକାଣ୍ଡ ତା’ ପରେ ସଂଘର୍ଷ। ସଂଘର୍ଷ ପୁଣି କମ୍‌ ନୁହେଁ, ତେର ଜଣଙ୍କ ଜୀବନ ଗଲାଣି। ଦିଲ୍ଲୀରେ ସିଏଏ ବିରୋଧୀ ସଂଘର୍ଷ...

ଏନ୍‌.ରାଙ୍ଗାସ୍ବାମୀ ପଣ୍ଡିଚେରୀ ମୁଖ୍ୟମନ୍ତ୍ରୀ

ପଣ୍ଡିଚେରୀ, ୮।୫(ଆଇଏଏନ୍‌ଏସ୍‌): ଅଖିଳ ଭାରତ ଏନ୍‌ଆର୍‌ କଂଗ୍ରେସ (ଏଆଇଏନ୍‌ଆର୍‌ସି)ର ପ୍ରତିଷ୍ଠାତା ନେତା ଏନ୍‌. ରାଙ୍ଗାସ୍ବାମୀ ଶୁକ୍ରବାର ଚତୁର୍ଥ ଥର ପାଇଁ ପଣ୍ଡିଚେରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ...

ଚନ୍ଦ୍ରଯାନ-୨କୁ ନେଇ ପ୍ରତିକ୍ରିୟା ରଖିଲେ ମମତା

କୋଲକାତା,୬।୯: ଭାରତ ଚନ୍ଦ୍ରପୃଷ୍ଠରେ ଏକ ନୂଆ ମାଇଲଖୁଣ୍ଟ ତିଆରି କରିବାକୁ ଯାଉଛି। ୪୮ ଦିନର ଯାତ୍ରା ପରେ ଶୁକ୍ରବାର ବିଳମ୍ବିତ ରାତିରେ ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ବିକ୍ରମ...

ମହାରାଷ୍ଟ୍ରରେ ୧,୮୦୯ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୨୫।୫: ମହାରାଷ୍ଟ୍ରରେ କରୋନା ସ୍ଥିତି ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ବିଶେଷ ଭାବେ କରୋନା ଯୋଦ୍ଧା ସାଜି ସାଧାରଣ ଜନତାକୁ କରୋନା କବଳରୁ ରକ୍ଷା...

ଭାରତ ଚାମ୍ପିୟନ୍‌ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି, ଖେଳ ମନ୍ତ୍ରୀ କହିଲେ..

ନୂଆଦିଲ୍ଲୀ,୧୭।୧୧:ଆସନ୍ତା ୧୦ ବର୍ଷ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରିଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନରେ ଆୟୋଜିତ ହେବ।...

ବରିଷ୍ଠ ନାଗରିକଙ୍କୁ ସରକାରଙ୍କ ଉପହାର: ଏୟାର ଇଣ୍ଡିଆରେ ଯାତ୍ରାରେ ଦେବାକୁ ପଡ଼ିବ ଅଧା ଭଡ଼ା

ନୂଆଦିଲ୍ଲୀ,୧୬।୧୨: ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ସରକାରଙ୍କ ପକ୍ଷରୁ ଉପହାର ଘୋଷଣା କରାଯାଇଛି। ଏହି ଘୋଷଣା ଅନୁସାରେ ଏଣିକି ଏୟାର ଇଣ୍ଡିଆରେ ଯାତ୍ରା କରୁଥିବା ବରିଷ୍ଠ...

ଏହି ଜିଲାରେ ୩ ଦିନ ପରେ ପାଳିତ ହେବ ସ୍ବାଧୀନତା ଦିବସ…

କୋଲକାତା,୧୫।୮: ଭାରତ ସାରା ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ୩ ଦିନ ପରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ...

Advertisement
Archives

Model This Week