Posted inଜାତୀୟ

ଅଗୁସ୍ତା ହେଲିକପ୍ଟର ଦୁର୍ନୀତି: କମଳନାଥଙ୍କ ପୁତୁରା ନେଇଥିଲେ ଲାଞ୍ଚ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଅଗୁସ୍ତା ଓ୍ବେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଚୁକ୍ତିନାମାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କୁ ଉତ୍କୋଚ ମିଳିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ କୋର୍ଟଙ୍କୁ ଜଣାଇଛି। ସ୍ବତନ୍ତ୍ର ବିଚାରପତି ଅରବିନ୍ଦ କୁମାରଙ୍କ ଅଦାଲତରେ ସୋମବାର ରାତୁଲଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି ବେଳେ ଇଡି ଉପରୋକ୍ତ ଅଭିଯୋଗ ଆଣିଛି। ତାଙ୍କୁ ଗିରଫଦାରୀରୁ ଗୋଟିଏ ଦିନ ପାଇଁ ରିହାତି ମିଳିଛି। ହିନ୍ଦୁସ୍ତାନ ପାଓ୍ବାର ପ୍ରୋଜେକ୍ଟର ଅଧ୍ୟକ୍ଷ ଥିବା ରାତୁଲ ୨୭ ତାରିଖରେ ଆଗୁଆ ଜାମିନ ଆବେଦନ କରିଥିଲେ। ୨ ଭାଜପା ବିଧାୟକ କମଳନାଥଙ୍କ ସରକାର ଆଣିଥିବା ବିଲ୍‌କୁ ସମର୍ଥନ କରିବା ପରେ ରାଜନୈତିକ ଷଡ଼ଯନ୍ତ୍ର କରି ତାଙ୍କ ଗିରଫ କରିବା ଲାଗି ଉଦ୍ୟମ କରାଯାଉଛି ବୋଲି ରାତୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ ଯୋଗୁ କମିଛି ୯୬ ପ୍ରତିଶତଙ୍କ ରୋଜଗାର

ମୁମ୍ବାଇ,୨୮ ।୨: କରୋନା ମହାମାରୀ ପାଇଁ ଗତ ବର୍ଷ ଲଗାଯାଇଥିବା ଳକ୍‌ଡାଉନକୁ ଏବେ ବର୍ଷେ ପୂରଣ ହେବାକୁ ଯାଉଛି । ତେବେ କରୋନା ଯୋଗୁ ସବୁଠାରୁ...

ସରକାର ବଞ୍ଚାଇବାକୁ ଉଦ୍ୟମ: ରାୟପୁର ଗସ୍ତରେ ବିଧାୟକ

ରାଞ୍ଚି,୩୦।୮: ନିର୍ବାଚନ କମିଶନ ମୁଖ୍ୟମନ୍ତ୍ରୀ ତଥା ଜେଏମ୍‌ଏମ୍‌ ମୁଖ୍ୟ ହେମନ୍ତ ସୋରେନଙ୍କୁ ଅଯୋଗ୍ୟ ଘୋଷଣା କରିବା ଝାଡ଼ଖଣ୍ଡରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। କିନ୍ତୁ ନିର୍ବାଚନ କମିଶନଙ୍କ...

ଦିଲ୍ଲୀ ଗାନ୍ଧିନଗର ମାର୍କେଟରେ ନିଆଁ

ନୂଆଦିଲ୍ଲୀ,୧୩।୮: ମଙ୍ଗଳବାର ସକାଳେ ଦିଲ୍ଲୀର ଗାନ୍ଧିନଗର ମାର୍କେଟରେ ଭିଷଣ ନିଆଁ ଲାଗିଛି। ଏହାକୁ ଲିଭାଇବା ପାଇଁ ୨୧ଟି ଦମକଳ ନିୟୋଜିତ ଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ...

ଜିଲା ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା କଲେ ପରିବାର ଲୋକେ

ନଏଡା,୬।୮: କରୋନା କାଳରେ ଯେଉଁଠି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ କୋଭିଡ ଯୋଦ୍ଧା ସାଜି ଦିନରାତି ଲୋକଙ୍କ ସେବା କରୁଛନ୍ତି ସେଇଠି ପୁଣି ସେମାନଙ୍କୁ ଲୋକଙ୍କ ଆକ୍ରୋଶର...

ମେହବୁବାଙ୍କ ଅଟକକୁ ନେଇ ଜମ୍ମୁ-କଶ୍ମୀର ପ୍ରଶାସନକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୭ା୨(ଆଇଏଏନ୍‌ଏସ୍‌): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତିଙ୍କ ଅଟକକୁ ନେଇ ସୁପ୍ରିମକୋର୍ଟ ବୁଧବାର ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ ଜାରି କରିଛନ୍ତି। ସାଧାରଣ ନିରାପତ୍ତା...

ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣ: ସ୍ଥାନୀୟ ଦୋକାନୀ ମୃତ

ଶ୍ରୀନଗର,୧୩।୧୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲା ଅବନ୍ତିପୁରା ଅଞ୍ଚଳର ଜଣେ ସ୍ଥାନୀୟ ଦୋକାନୀଙ୍କୁ ବୁଧବାର ସନ୍ଧ୍ୟାରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି।...

ରୁଷିଆରେ ଫସିଥିବା ଭାରତୀୟ ବୁଡ଼ାଜାହାଜ ଆଣିବାକୁ ନୌସେନାର ଯୋଜନା

ନୂଆଦିଲ୍ଲୀ, ୧୩।୧: ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଛି। ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ କରିବା ନେଇ ପାଶ୍ଚାତ୍ୟ ରାଷ୍ଟ୍ର ଏହା ଉପରେ...

ମାଗଣାରେ ୬ ମାସ ପାଇଁ ମହିଳାଙ୍କ ଲୁଗା ସଫା କରିବେ ଅଭିଯୁକ୍ତ

ମଧୁରାଇ,୨୩।୯: ମହିଳାଙ୍କୁ ଟଣାଓଟାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗାଁରେ ରହୁଥିବା ପ୍ରତ୍ୟେକ ମହିଳାଙ୍କ ଲୁଗା ମାଗଣାରେ ଧୋଇବା ସହ ଆଇରନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି...

Advertisement
Archives

Model This Week