ଜେନାପୁର,୨|୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅଧୀନ ପଣସପଡ଼ିଆ ଗ୍ରାମର ରମେଶ ମଳିକଙ୍କ ଘର ୪ ମାସ ହେବ ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡ ଯାଇଥିଲା। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ ସହାୟତା ମିଳି ପାରି ନାହଁି। ଫଳରେ ଅନେକ ସମୟରେ ରମେଶ ତାଙ୍କ ସ୍ତ୍ରୀ, ୩ ଝିଅ ଓ ପୁଅଙ୍କୁ ନେଇ ଅନ୍ୟଜଣଙ୍କ ଘରେ ରହୁଛନ୍ତି। ଅଗ୍ନିକାଣ୍ଡ ପରେ ସରକାରଙ୍କ ତରଫରୁ ମିଳିଥିବା ଜରିପାଲଟି ଗତ ଫନୀ ବାତ୍ୟାରେ ପାଲ ଖଣ୍ଡିକ ନଷ୍ଟ ହେଇଯାଇଛି ା ଯାହାଫଳରେ ବର୍ଷାଦିନେ ବହୁ କଷ୍ଟରେ ଜୀବନଯାପନ କରୁଛନ୍ତି। ସେ ଜଣେ ଗରିବ ଶ୍ରେଣୀର ହୋଇଥିବାରୁ ମୋ କୁଡିଆ ବା ବିଜୁ ପକ୍କାଘର ଯୋଜନାରେ ଗୃହ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି ା
Posted inଆମ ଜିଲା ଖବର, ଯାଜପୁର View All

ଶାଳଗଛ କଟାକୁ ଗ୍ରାମବାସୀଙ୍କ ବିରୋଧ
ସୋର, ୨୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଦେବଗିରି ପାଦଦେଶ ବନ୍ଧସାହି ସଂରକ୍ଷିତ ଜଙ୍ଗଲରେ ଅମ୍ଫନ ପ୍ରଭାବରେ ଶାଳଗଛର କେତେକ ଡାଳ ଭାଙ୍ଗିପଡିଥିଲା। ଜଙ୍ଗଲ ବିଭାଗ ଓ...

ମୁନିଗୁଡ଼ାରେ ପୁଣି ହାତୀ ଆତଙ୍କ: ଭାଙ୍ଗିଲେ ଘର, ଉଜାଡିଲେ ଫସଲ; ସହାୟତା ଦାବି
ମୁନିଗୁଡ଼ା,୧।୯(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଞ୍ଜ ଅଧୀନରେ ଦୀର୍ଘ ଏକ ମାସ ଧରି ହାତୀପଲ ବହୁ ଫସଲ ଓ ଘର ନଷ୍ଟ କରୁଥିବା ବେଳେ ଶନିବାର...

ଟିଟିଲାଗଡ଼ରେ ତୈଳ ଦର ବୃଦ୍ଧି ପ୍ରତିବାଦ
ଟିଟିଲାଗଡ଼,୧୫।୨(ଡି.ଏନ୍.ଏ.): ଆଜି ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କଂଗ୍ରେସ ପକ୍ଷରୁ ପେଟ୍ରୋଲ ଡିଜେଲ ଦରବୃଦ୍ଧି ପ୍ରତିବାଦରେ ସହରର ସମସ୍ତ ଦୋକାନ ବଜାର, ପେଟ୍ରୋଲ ପମ୍ପ, ଯାନବାହନ ଚଳାଚଳ,...

ଡକାୟତି ଯୋଜନା ପଣ୍ଡ: ୮ ଗିରଫ, ମାରଣାସ୍ତ୍ର ଜବତ
ହିଞ୍ଜିଳିକାଟୁ,୧୨ା୬(ଡି.ଏନ୍.ଏ)-ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋପୀନାଥପୁରଠାରେ ଏକ ରାଜପଥ ଲୁଟେରା ଗ୍ୟାଙ୍ଗ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଯୋଜନା କରୁଥିବାବେଳେ ହିଞ୍ଜିଳି ପୋଲିସ ଏହାକୁ...

ଅଜନା ରୋଗ୍ରେ ଦିବ୍ୟାଙ୍ଗ ପାଲଟିଛନ୍ ଭାଇବହେନ୍
କୋମନା, ୧୪।୩ (ଡି.ଏନ୍.ଏ.)- ରାଏଜ୍ ସରକାର ଅସାହା, ଗରିବ ଦୁଖି, ଭିନ୍ନକ୍ଷମମାନକୁ ଭିନେ ଭିନେ ଯୋଜନାରେ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍। ହେଲେ ସରକାରୀ...

କରୋନା ସନ୍ଦେହ: ସୁରାଟ ଫେରନ୍ତା ଏମ୍କେସିଜିରେ ଭର୍ତ୍ତି
ବ୍ରହ୍ମପୁର ଅଫିସ,୧ା୪- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ୍ କଟକଣା ଜାରି ହୋଇଛି। ଅନ୍ୟପଟେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ...

ବସ ଚଳାଚଳ ଦାବିରେ ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
ବ୍ରହ୍ମପୁର ଅଫିସ,୨୦।୮: ଗଞ୍ଜାମ ଜିଲା ଜଗଦଳପୁର, ନିମଖଣ୍ଡି ଲୋଚାପଡା ଅଞ୍ଚଳକୁ ଟାଉନ୍ ବସ୍ ଚଳାଚଳ ନେଇ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ଗ୍ରାମବାସୀ ବ୍ରହ୍ମପୁର...

ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ: ଖଡ଼ଗପୁର ଏକାଦଶ ଚାମ୍ପିୟନ
ବାସୁଦେବପୁର, ୧୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ସୁଙ୍ଗୁଡ଼ାସ୍ଥିତ ନୀଳମଣି ମିନିଷ୍ଟାଡିୟମ ପରିସରରେ ଶ୍ରୀଗଣେଶ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୩୩ତମ ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ଉଦ୍ଯାପିତ...