ଅଗ୍ନିକାଣ୍ଡରେ ଜଣଙ୍କ ଘର ଧୂଳିସାତ

ବେଗୁନିଆପଡା,୩।୬(ଡି.ଏନ.ଏ.)-ରବିବାର ବିଳମ୍ବିତ ରାତିରେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର ଓଡ଼ନଇ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଗ୍ରାମର ଜଣଙ୍କ ଘର ନିଆଁରେ ପୋଡି ସମ୍ପୂର୍ଣ ଧ୍ୱଂସ ହେବା ସହ ଆସବାବପତ୍ର ନଷ୍ଟ ହୋଇଯାଇଛି । ବିପନ୍ନ ଜଣଙ୍କ ହେଉଛନ୍ତି ଗୋପୀ ଦାସଙ୍କ ଝିଅ ବିନ ଦାସ।
ସୂଚନା ଅନୁଯାୟ, ବିନ ଅବିବାହିତ ହୋଇଥିବା ବେଳେ ସେ ଗ୍ରାମଠାରୁ କିଛି ଦୂରରେ ଏକ କୁଡ଼ିଆ ଘର କରି ରହୁଥିଲେ। ଗତକାଲି ସେ ତାଙ୍କ ପିଉସୀ ଘର ଖଣ୍ଡିଆନଇ ଯାଇଥିବା ବେଳେ ମଧ୍ୟ ରାତ୍ରିରେ କୌଣସି କାରଣରୁ ଘରେ ଅଗ୍ନିକାଣ୍ଡ ଘଟିଥିଲା । ଘରଟି ଗ୍ରାମଠାରୁ ଦୂରରେ ଥିବାରୁ ଏହା କେହି ଜାଣିପାରି ନ ଥିଲେ । ଫଳରେ ଘରଟି ସମ୍ପୂର୍ଣ ଜଳିଯାଇଥିଲା। ଏହାସହ ଘରେ ଥିବା ସମସ୍ତ ଆସବାବପତ୍ର ଯଥା ଦୁଇ ବସ୍ତା ଚାଉଳ, ମୁଗ, ରାଶି, କିଛି ଟଙ୍କା, ରାଶନ କାର୍ଡ, ଆଧାର କାର୍ଡ, ବ୍ୟାଙ୍କ ଖାତା, ଭତ୍ତା ଖାତା, ଜମିପଟା ଓ ରୋଷେଇ ସାମଗ୍ରୀ ଆଦି ପୋଡି ପାଉଁଶ ହୋଇଯାଇଥିବା ବିନ ପ୍ରକାଶ କରିଛନ୍ତି। ବିପନ୍ନଙ୍କୁ ସରକାରୀ ସହାୟତା ପାଇଁ ଗ୍ରାମବାସୀ ଦାବୀ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri