ଅଗ୍ନିକାଣ୍ଡରେ ଜଳିଗଲା ତେଜରାତି ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଛତିଆ,୧୨।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀପାଟଣା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ତେଜରାତି ଦୋକାନ ଜଳିଯିବାରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ଛତିଆ ବିଟ୍‌ ହାଉସ୍‌ ପୋଲିସ ପହଞ୍ଚି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ପରେ ଦମକଳ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ତାହା ଅସ୍ପଷ୍ଟ ଥିବା ପୋଲିସ କହିଛି। ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri