ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା

ବୁଗୁଡ଼ା,୭ା୧୨(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ମତାଝରି ଗ୍ରାମରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଜଳିଯାଇଛି । ଘର ନିକଟ ଅଳିଆ ଗଦାରୁ ନିଆଁ ବାହାରି ଉକ୍ତ ଗ୍ରାମର ଅମି ପ୍ରଧାନ, ଭାନୁ ପ୍ରଧାନ ଓ ବିଜୟ ପ୍ରଧାନଙ୍କ ଏକ ବଖରା ଲେଖାଏ ମୋଟ ୩ ବଖରା ସହ ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁ ଲିଭାଇଥିଲେ । ତହସିଲ ପ୍ରଶାସନ ପକ୍ଷରୁ ସେମାନଙ୍କୁ ପଲିଥିନ ଯୋଗାଇ ଦିଆଯାଇଛି ବୋଲି ତହସିଲଦାର ସଂଗ୍ରାମ କେଶରୀ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଲକ୍ଷ ଦିଅ ନହେଲେ ଜୀବନରୁ ମାରିଦେବି ବୋଲି ଦେଉଥିଲେ ଧମକ, ଅଭିଯୁକ୍ତଙ୍କୁ ବାନ୍ଧିଲା କଟକ ପୋଲିସ

କଟକ ଅଫିସ,୨।୨: କଟକର ଜଣେ ଡାକ୍ତରଙ୍କୁ ଫୋନ୍‌ରେ ଧମକ ଦେବା ସହ ମାଓବାଦୀ ଏବଂ ଲାଲ୍‌ ସଲାମ ନାମରେ ଟଙ୍କା ମାଗି ଗିରଫ ହୋଇଛନ୍ତି ଜଣେ...

ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିକୁ ୨୫ ହଜାର ସହାୟତା

ବାରିପଦା ଅଫିସ, ୭ା୪- ମହାମାରୀ କରୋନା ମୁକାବିଲା ପାଇଁ ବାରିପଦାର ବାସିନ୍ଦା ତଥା ଓଡ଼ିଶା ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ବୈଦ୍ୟନାଥ କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ...

ବସ୍ତିରେ ପଶିଲା ବର୍ଷାଜଳ, ଭୁଶୁଡ଼ିଲା କଲେଜ ପାଚେରି

ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର୍‌ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା।...

ଶ୍ରୀମନ୍ଦିରରେ ପହଞ୍ଚିଲା ମକର ତାଡ଼

ପୁରୀ ଅଫିସ ୧୪।୧: ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି ଶନିବାର ସମ୍ପନ୍ନ ହେବ ପର୍ବ। ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ସ୍ବତନ୍ତ୍ର ବେଶ...

ଦୁର୍ଘଟଣାରେ ଦୁଇ ଛାତ୍ର୍ରଙ୍କ ପ୍ରାଣ ଗଲା

ରେମୁଣା,୧୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ନିକଟ ମେଗା ଫୁଏଲ ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଅପରାହ୍ନ ପ୍ରାୟ ୨ଟା ୪୫ମିନିଟ୍‌ରେ ଏକ ମର୍ମନ୍ତୁଦ ସଡ଼କ...

ବାରାକ୍‌ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଛତ୍ରପୁର,୨୭ା୬(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସି ବାରାକ ସାହିରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସିଂ ପାଇଁ ବାରାକ୍‌ ସାହିକୁ ପ୍ରଶାସନ ପକ୍ଷରୁ...

ମୋବାଇଲ ପାଇ ଫେରାଇଲେ ଖବରଦାତା

ଧର୍ମଶାଳା,୨୩ା୨(ଡି.ଏନ୍‌.ଏ.): ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ପଡ଼ିଥିବା ଏକ ସ୍ମାର୍ଟ ମୋବାଇଲ ଫୋନ ପାଇ ଫେରାଇଛନ୍ତି ଜଣେ ଖବରଦାତା। ମିଳିଥିବା ସୂଚନା ଅନୁସାରେ ୪ଦିନ...

୩ ଦିନ ହେଲା ଅନ୍ଧାରରେ ଛାତ୍ରୀନିବାସ

କୋରୁକୋଣ୍ଡା,୧୧ା୩(ଡି.ଏନ୍‌.ଏ.): ରାଜ୍ୟ ସରକାର ଜନସାଧାରଣଙ୍କ ହିତ ପାଇଁ ବିଦ୍ୟୁତ୍‌ ବିଭାଗକୁ ଘରୋଇକରଣ କରି ଟାଟା ପାଓ୍ବାରକୁ ହସ୍ତାନ୍ତର କରିଛନ୍ତି। କିନ୍ତୁ ସୁବିଧା ବଦଳରେ ବହୁ ସମସ୍ୟାର...

Advertisement
Archives

Model This Week