ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା

ବୌଦ୍ଧ,୧୧।୪(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଛତରଙ୍ଗ ପଞ୍ଚାୟତର ମହୁମୁଣ୍ଡିଆରେ ଶନିବାର ଆକସ୍ମିକ ଅଗ୍ନିକାଣ୍ଡ ଘଟି ୩ଟି ପରିବାରର ୬ ବଖରା ଘର ଜଳି ଭସ୍ମୀଭୂତ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ଗ୍ରାମର ଭୋଳେଶ୍ୱର ବେହେରା, ରାଜକିଶୋର ବେହେରା ଓ ତାଙ୍କ ପୁଅଙ୍କ ୬ ବଖରା ଜଳି ଯାଇଛି। ଏହି ଅଗ୍ନିକାଣ୍ଡରେ ସମସ୍ତ ଆସବାବପତ୍ର ସହିତ ଖାଦ୍ୟଶସ୍ୟ ସବୁ ପୋଡି ପାଉଁଶ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ଅଗ୍ନି ବିପନ୍ନ ପରିବାରକୁ ଖାଦ୍ୟ ଓ ବସ୍ତ୍ର ପ୍ରଦାନ କରିଛନ୍ତି । ସମସ୍ତ ଗରିବ ଅଗ୍ନି ବିପନ୍ନ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁସୁ ପର୍ବରେ ଶତାଧିକ ଗାଁ ଉତ୍ସବମୁଖର

କେନ୍ଦୁଝର, ୯ା୧ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କୁଡୁମୀ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା ଶତାଧିକ ଗାଁ ପ୍ରସିଦ୍ଧ ଟୁସୁ ପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଆସନ୍ତା ମକର...

ପାଠ୍ୟପୁସ୍ତକ, ଔଷଧ ପୋଡ଼ି ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ବ୍ଲକ ଶିକ୍ଷା ଅଧିକାରୀ

ଛେଣ୍ଡିପଦା,୧୦ା୭(ସ୍ବ.ପ୍ର.)-ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ମାଗଣାରେ ପାଠ୍ୟ ପୁସ୍ତକ ଯୋଗାଇ ଦେଉଛନ୍ତି। ସେହିପରି ସ୍ବାସ୍ଥ୍ୟର ଯତ୍ନ ପାଇଁ ଆଇରନ ଓ କୃମି...

ଯାଉଥିଲେ କାର୍ଯ୍ୟରେ ଯୋଗଦେବାକୁ ଚାଲିଗଲା ଜୀବନ

ଖଡିଆଳ,୪।୭: ନୂଆପଡ଼ା ଜିଲା ଖଡ଼ିଆଳ ସାନମହେଶ୍ୱର ଗ୍ରାମ ୩୫୩ ନଂ. ଜାତୀୟ ରାଜପଥରେ ରବିବାର ଏକ ଗାଡି ଧକ୍କାରେ ବାଇକ୍‌ ଚାଳକ ବଳଦେବ ନିଆଲ(୪୫)ଙ୍କ ମୃତ୍ୟୁ...

ବେଲପାହାଡ଼ ଦଖଲ କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲାର ବେଲପାହାଡ଼ ପୌର ପରିଷଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ପୌରାଧ୍ୟକ୍ଷ ଭାବେ କଂଗ୍ରେସ ପ୍ରାର୍ଥୀ ନିମାଇଁ ଚରଣ ପଣ୍ଡା...

ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ...

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର।...

ବୁଲ୍‌ବୁଲ୍‌ ସମ୍ପର୍କରେ ରିପୋର୍ଟ ଦେବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ରାଜନଗର,୧୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମା ସୋମବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସି ମାଧ୍ୟମରେ ବୁଲ୍‌ବୁଲ୍‌ ବାତ୍ୟାର ସମୀକ୍ଷା କରିଛନ୍ତି। ଜିଲାର ସବୁଠୁ କ୍ଷୟକ୍ଷତି ଅଞ୍ଚଳ ଭାବରେ...

ମୟୂରଭଞ୍ଜ ଜିଲାରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା: କାର୍ଯ୍ୟରେ ଥିବା ସମୟରେ ୨ କରୋନା ଯୋଦ୍ଧାଙ୍କୁ କରୋନା

ବାରିପଦା ଅଫିସ,୧୯ା୭: ମୟୂରଭଞ୍ଜ ଜିଲାରେ ରବିବାର ୧୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭କୁ ବୃଦ୍ଧି ପାଇଛି।...

Advertisement
Archives

Model This Week