ମାଧପୁର, ୨୫।୩(ଡି.ଏନ୍.ଏ.): ଆଠମଲ୍ଲିକ ବ୍ଲକ ବାସୁଦେବପୁର ପଞ୍ଚାୟତ ନକଟିଦେଉଳ ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରାଜନ ପେରେକଙ୍କ ଦୁଇ ବଖରା ଏବଂ ମୁରଲୀ ପେରେକଙ୍କ ଏକ ବଖରା ଘର ଜଳିଯାଇଛି। ଖବର ପାଇ ଆଠମଲ୍ଲିକ ଅଗ୍ନିଶମ କର୍ମଚାରୀ ଦୁଇଟି ଅଗ୍ନିଶମ ଗାଡ଼ିରେ ଆସି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଘଟଣାସ୍ଥଳରେ ରାଜସ୍ବ ନିରୀକ୍ଷକ ପହଞ୍ଚିି ନ ଥିବାରୁ କ୍ଷୟକ୍ଷତି ଆକଳନ ହୋଇପାରିନାହିଁ।
Posted inଅନୁଗୋଳ, ଆମ ଜିଲା ଖବର View All
ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି
ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…
ପ୍ରଥମେ କାଟିଲେ, ପରେ ଯୋଡ଼ିଲେ
ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…
ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା
ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…
ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍ ଏକ ମାସ ପରେ ଏକ ସାଂଘାତିକ…
ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି
କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…
ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …
ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…
ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…
ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…
କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ
ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

