ବୁଗୁଡ଼ା,୬ ।୯(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ପଙ୍କଳବାଡ଼ି ଗ୍ରାମର ଏକ ଦୋକାନ ଶୁକ୍ରବାର ରାତି ୮ଟାରେ ଜଳିଯାଇଛି। ସ୍ଥାନୀୟ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚତ୍ ନିଆଁ ଲିଭାଇଥିଲେ। ପଙ୍କଳବାଡ଼ିର ପ୍ରତାପ ଜେନା ତାଙ୍କର କିରାଣୀ ଦୋକାନରେ ବସି ବ୍ୟବସାୟ କରୁଥିବା ବେଳେ କୌଣସି ଦୁର୍ବୃତ୍ତମାନେ ନିଆଁ ଲାଗାଇଦେଇଥିବା ସେ ଅଭିଯୋଗ କରିଛନ୍ତି। ପୋଲିସ ପହଞ୍ଚତ୍ ତଦନ୍ତ ଚାଳାଇଛି। ଅଗ୍ନିକାଣ୍ଡରେ ଦୋକାନ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି ।
Posted inଆମ ଜିଲା ଖବର, ଗଞ୍ଜାମ View All
ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର
ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…
ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…
ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…
ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…
ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…
ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି
ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…
ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ
ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ…
ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….
ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…
ବ୍ରିଜ୍ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ
ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…
ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ
ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍ ହୋଇଗଲା ରାଶନ…
Archives

