ଅଗ୍ନିକାଣ୍ଡରେ ୧୨ ବଖରା ଭସ୍ମୀଭୂତ

ବ୍ରହ୍ମଗିରି, ୮ା୧୨(ଡି.ଏନ୍‌.ଏ.)

ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମରେ ସମସ୍ତେ ଶୋଇଯିବା ପରେ ବିଳମ୍ବିତ ରାତିରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ଉକ୍ତ ଗ୍ରାମର ସୋନାଲି ଭଟ୍ଟ, ତପନ ଭଟ୍ଟ, ବିପିନ ଭଟ୍ଟ, ଚନ୍ଦନ ଭଟ୍ଟ, ଜାନକୀ ଭଟ୍ଟ, କୁଞ୍ଜବିହାରୀ ଭଟ୍ଟ, ବସନ୍ତ ଭଟ୍ଟ, ଧ୍ୱଜରାଜ ଭଟ୍ଟଙ୍କ ୧୨ ବଖରା ଘର ଜଳିଯାଇଛି ା ଖବର ପାଇ ବ୍ରହ୍ମଗିରି ଅଗ୍ନିଶମ ସେବା ସଂସ୍ଥା ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ପ୍ରତ୍ୟେକ ପରିବାରର ଆସବାବପତ୍ର, ନଗଦ ଟଙ୍କା, ସୁନା ରୁପା ପୋଡ଼ି ପାଉଁଶ ହୋଇଯିବା ସହ ଗାଈଗୋରୁ ପୋଡ଼ିଯାଇ ଗୁରୁତର ହୋଇଛନ୍ତି ା ଅଗ୍ନିବିପନ୍ନମାନେ ଖୋଲା ଆକାଶ ତଳେ ପଡି ରହିଥିବା ସମୟରେ ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ପୂଜାରୀଙ୍କୁ ନୂଆ ଦାୟିତ୍ୱ: ହେଲେ ଲୋକ ସଭା ସଚେତକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଭାଜପାର ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି ଗଠନ ପରେ ବୁଧବାର ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କୁ ମିଳିଛି ନୂଆ ଦାୟିତ୍ୱ। ଲୋକ ସଭାର ସଚେତକ ଭାବେ...

ବଢିଲା ଯୁକ୍ତ ୨ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ଅଭିଭାବକ, ଅଧ୍ୟକ୍ଷ ଏବଂ ଛାତ୍ରଛାତ୍ରୀମାନଙ୍କର ଅନୁରୋଧ ଅନୁଯାୟୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଯୁକ୍ତ ୨ ଶ୍ରେଣୀ ପାଇଁ ସାମସ ପୋର୍ଟାଲ www.samsodisha.in...

ସାକ୍ଷୀଗୋପାଳ ମନ୍ଦିରରେ କରୋନା କଟକଣା: ସିଂହଦ୍ୱାରରୁ ଫେରିଯାଉଛନ୍ତି ଭକ୍ତ

ସାକ୍ଷୀଗୋପାଳ, ୨୦।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାରଠାରୁ ସାକ୍ଷୀଗୋପାଳ ମନ୍ଦିରରେ କରୋନା ପାଇଁ କଟକଣା କରାଯାଇଛି। ସର୍ବସାଧରଣଙ୍କ ମନ୍ଦିର ପ୍ରବେଶକୁ ସମ୍ପୁର୍ଣ୍ଣ ବନ୍ଦ କରାଯାଇଥିବା...

ଏନ୍‌ଇଇଟି ପାଇଁ ୪ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୧୧ା୯ (ବ୍ୟୁରୋ)-ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଏନ୍‌ଇଇଟି ପରୀକ୍ଷା ପାଇଁ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରୁ ୪ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ।...

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଅର୍ଥାତ୍‌ ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ରାଷ୍ଟ୍ରପତିଙ୍କ ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୪ରୁ...

ଏପ୍ରିଲ ୩ରେ ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଓ ବରଗଡ଼ ଜିଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ର କାର୍ଯ୍ୟକାଳ ଏପ୍ରିଲ ୧୨ ତାରିଖରେ ଶେଷ ହେଉଛି। ଏହା ପୂର୍ବରୁ...

ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କା ବୃଦ୍ଧି କର: ହାଇକୋର୍ଟ

କଟକ ଅଫିସ,୧୯ା୮-ହୋମଗାର୍ଡମାନଙ୍କ ଭତ୍ତା ବୃଦ୍ଧି କରି ରାଜ୍ୟ ସରକାର ସେମାନଙ୍କୁ ଦୈନିକ ୫୩୩ ଟଙ୍କା ଦିଅନ୍ତୁ। ସେମାନଙ୍କ ମଜୁରିକୁ ନେଇ ହାଇକୋର୍ଟ ବୁଧବାର ଏହି ଗୁରୁତ୍ୱପୂର୍ଣ୍ଣ...

ମନ୍ତ୍ରୀ, ବିଧାୟକଙ୍କ ସମେତ ଭାଜପା ରାଜ୍ୟ ସଭାପତିଙ୍କୁ କରୋନା

ଭୁବନେଶ୍ୱର ୧୫।୯(ବ୍ୟୁରୋ):ରାଜ୍ୟର ଏକାଧିକ ନେତା ଓ ମନ୍ତ୍ରୀ ବର୍ତ୍ତମାନ କରୋନା ସଂକ୍ରମଣର ଶୀକାର ହେଉଛନ୍ତି। ଲଗାତର ଭାବେ ଏହିଭଳି ଖବର ସାମ୍ନାକୁ ଆସୁଥିବା ବେଳେ ସୋମବାର...

Advertisement
Archives

Model This Week