ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ରାଇକିଆ,୨୯।୩(ଡି ଏନ ଏ)- କନ୍ଧମାଳ ଜିଲା ରାଇକିଆ ବ୍ଲକ ବଡ଼ବରବା ପଞ୍ଚାୟତର ଖଜୁରିଖମନ ଗ୍ରାମରେ ଶନିବାର ରାତି ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟି ୪ବଖରା ଘର ପୋଡ଼ି ଯାଇଛି। ରାଇକିଆ ଠାରୁ ପାଖାପାଖି ୩୫ କିମି ଦୂର ଏବଂ ଯୋଗାଯୋଗ ସୁବିଧା ନଥିବାରୁ ଅଗ୍ନିଶମ ଗାଡି ପହଞ୍ଚତ୍ ପାରି ନଥିଲା। ଗ୍ରାମର କନିଷ୍ଠ ମଲ୍ଲିକ, ରବି ମଲ୍ଲିକ, ନରେନ୍ଦ୍ର ମଲ୍ଲିକ, ଅନୁରୋଧ ମଲ୍ଲିକ ଘର ସମ୍ପୂର୍ଣ୍ଣ ଜଳି ଯାଇଛି। ଗ୍ରାମବାସୀ ନିଅଁା ଲିଭାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ଆୟତ୍ତ କଲାବେଳକୁ ବିଳମ୍ବ ହୋଇଯାଇଥିଲା। ଘରେ ଥିବା ଧାନ, ଚାଉଳ, ମାଣ୍ଡିଆ ଏବଂ ନିତ୍ୟ ବ୍ୟବହୃତ ସାମଗ୍ରୀ ସହ ଆସବାବପତ୍ର ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା। ରବିବାର ପଞ୍ଚାୟତ ତରଫରୁ ବିପନ୍ନଙ୍କୁ ଚାଉଳ, ଡାଲି, ଚୁଡ଼ା ଯୋଗାଇ ଦିଆଯାଇଛି।
((((ଫଟୋ- ପୋଡ଼ି ନଷ୍ଟ ହୋଇଥିବା ଘର।


Enter your email to get our daily news in your inbox.

All Right Reserved By Dharitri.Com

ନଦୀପାର ବେଳେ ଭାସିଗଲେ ପରିବା ବ୍ୟବସାୟୀ

ଆସିକା,୨୩ା୭(ଡି.ଏନ୍‌.ଏ.)- ଆସିକା ସହର ଉପକଣ୍ଠ ବଡନଦୀ ପାରି ହେଉଥିବାବେଳେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଜଣେ ପରିବା ବ୍ୟବସାୟୀ ନଦୀ ସୁଅରେ ଭାସି ଯାଇଛନ୍ତି। ସେ ହେଲେ...

ଗୋଷ୍ଠୀସଂଘର୍ଷକୁ ନେଇ ବୋମା ମାଡ଼

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କିସ୍ତି ଟଙ୍କାକୁ କେନ୍ଦ୍ର କରି ପୁରୀ ସଦର ଥାନା ଅନ୍ତର୍ଗତ ନିଶିଭଅଁର ଗ୍ରାମରେ ଗୁରୁବାର ୨ ଗୋଷ୍ଠୀ...

ମୃତଦେହକୁ ଜୀବିତ ଭାବି ଜୁଇରୁ ଫେରାଇ ଆଣିଲେ ଆତ୍ମୀୟସ୍ବଜନ: ମୃତ ଘୋଷଣା କଲେ ଡାକ୍ତର

ହାତୀଓଟ,୧୭।୧୧(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଛି ଗୁଜବ। ମୃତଦେହ ଶ୍ମଶାନରେ ଚେଇଁ ଉଠିଛି। ଶ୍ମଶାନକୁ ନେଇଥିବା ବନ୍ଧୁ ପରିଜନ ଜୀବିତ...

ପୋଲିସ ଗାଡ଼ି ଭଙ୍ଗାରୁଜା ଘଟଣା: ୬୭ ବସ୍ତିବାସିନ୍ଦା ଗିରଫ

କଟକ ଅଫିସ,୧୩।୫: କାଳବୈଶାଖୀ ଜନିତ ବର୍ଷା ପବନରେ କଟକ ନୂଆପଡ଼ା ବାଲିସାହିରେ ବସ୍ତି ବାସିନ୍ଦାଙ୍କ ଟେଣ୍ଟ ଭାଙ୍ଗିବା ପରେ ଭଙ୍ଗାରୁଜା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସିଏମ୍‌ସି...

ଜଣେ କ୍ୟାଡର ମାଓବାଦୀ ଅଟକ

ବଲାଙ୍ଗୀର ଅଫିସ,୧୯ା୭: ବୌଦ୍ଧ-କନ୍ଧମାଳ ସୀମାନ୍ତ ଗୁଡ଼ଭେଲାରୁ ସୋମବାର ଜଣେ କ୍ୟାଡର ମାଓବାଦୀ ଅଟକ ରଖାଯାଇଥିବା ଜଣାପଡ଼ିଛି। ଖପ୍ରାପୋଲ ଯାଉଥିବା ସମୟରେ ବଲାଙ୍ଗୀର ପୋଲିସ ଦ୍ୱାରା କେକେବିଏନ୍‌ର...

୩ ପଞ୍ଚାୟତର ୧୫ ଗାଁ ପାଣି ଘେରରେ

ଖୋର୍ଦ୍ଧା ଅଫିସ,୨୭ା୮: ଲଗାଣ ବର୍ଷା ସହ ହୀରାକୁଦ ଜଳ ରାଜୁଆ ନଦୀରେ ପ୍ରବେଶ କରିବା ପରେ ବନ୍ୟା ଆସିଛି। ଫଳରେ ଖୋର୍ଦ୍ଧା ବ୍ଲକ୍‌ର ୩ ପଞ୍ଚାୟତରେ...

ବଜାର ବୁଲୁଛି ଜଗା

ଫୁଲବାଣୀ ଅଫିସ,୮।୧୧: କନ୍ଧମାଳ ଜିଲାର ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ଜଗା ଏବେ ଡାକ୍ତରଖାନା କ୍ୟାବିନ୍‌ରୁ ବାହାରି ଫୁଲବାଣୀ ସହରରେ ବୁଲୁଛି । ବଜାରରେ ଜଳଖିଆ...

ବଲାଙ୍ଗୀର ଜିଲା: ଜୁନ୍‌ ୧ରୁ ଚାଲିବ ଘରୋଇ ବସ୍‌

ବଲାଙ୍ଗୀର ଅଫିସ, ୨୯।୫-ବଲାଙ୍ଗୀର ଜିଲାରେ ଜୁନ ୧ତାରିଖରୁ ଘରୋଇ ବସ୍‌ ଚଳାଚଳ ଆରମ୍ଭ କରିବ। ଜିଲା ଘରୋଇ ବସ୍‌ ମାଲିକ ସଂଘର ଏକ ଗୁରୁତ୍ୱପୂର୍ଣ ସାଧାରଣ...

Advertisement
Archives

Model This Week