ଅଗ୍ନିକାଣ୍ଡରେ ୭ ବଖରା ଭସ୍ମୀଭୂତ:୬ ଗୋରୁ ଆହତ

ବରୀ/ରତ୍ନଗିରି,୯ା୬(ସ୍ବ.ପ୍ର./ଡି.ଏନ.ଏ.): ବରୀ ବ୍ଲକ ଅଧୀନ ମନ୍ଦାରୀ ପଞ୍ଚାୟତର ମେଦୁଆକୁଳ ରାଜସ୍ବ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ୩ ପରିବାରର ୭ ବଖରା ସମ୍ପୂର୍ଣ୍ଣ ଜଳିଯିବା ସହ ୬ ଗୋରୁ ଆହତ ହୋଇଛନ୍ତି। ଉଦ୍ଦବ ଚରଣ ବେହେରା, ମଧୁସୂଦନ ବେହେରା ଓ ପୁରୁଷୋତ୍ତମ ବେହେରା ରାତିରେ ଘରେ ଶୋଇଥିବାବେଳେ ଅଗ୍ନିକାଣ୍ଡ ଘଟିଥିଲା। ଘରର ସମସ୍ତ ଆସବାସପତ୍ର ପୋଡି ପାଉଁଶ ହୋଇଯାଇଛି। ସରପଞ୍ଚ କବିତା ପଣ୍ଡାଙ୍କଠାରୁ ଖବରପାଇ ବରୀ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯାଗରେ ନିଅଁାକୁ ଆୟତ୍ତ କରିଥିଲା। ହେଲେ ପ୍ରଶାସନ ତରଫରୁ କୌଣସି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଘଟଣାକୁ ଗୁରୁତ୍ୱ ଦେଇ କ୍ଷତିଗ୍ରସ୍ତ ପରିବାରକୁ ପ୍ରଶାସନ ତରଫରୁ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ସର୍ଟ ସର୍କିଟ ଯୋଗୁଁ ଚଳନ୍ତା କାରରେ ଲାଗିଗଲା ନିଆଁ, ଡ୍ରାଇଭର ଦୌଡି ଯାଇ…

ଧର୍ମଶାଳା,୧୩।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଷୋହଳ ନମ୍ବର ଜାତୀୟ ରାଜପଥର ସଙ୍କାରିଢିଅ ଫ୍ଲାଏ ଓଭର ବ୍ରିଜ ଉପରେ ଦୁର୍ଘଟଣା । ଏକ…

ଓଭରବ୍ରିଜ୍‌ ଉପରୁ ଖସିଲା ଆଖୁ ବୋଝେଇ ଟ୍ରକ୍‌, ଗାଡ଼ି ତଳେ କେହି ଫସିରହିଥିବା ସନ୍ଦେହ

ଧର୍ମଶାଳା,୧୨।୨(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଆର୍‌ଟିଓ କାର୍ଯ୍ୟାଳୟ ନିକଟରେ ଓଭରବ୍ରିଜ୍‌ ଉପରୁ ଏକ ଆଖୁ ବୋଝେଇ ଟ୍ରକ୍‌…

ଯାଜପୁରରେ ଭାରତ ବନ୍ଦର ପ୍ରଭାବ: ଏଆଇଟିୟୁସି କର୍ମୀଙ୍କ ରାସ୍ତା ଅବରୋଧ, କେନ୍ଦ୍ର ସରକାରଙ୍କ…

ଧର୍ମଶାଳା,୧୨ା୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳୁଛି । ଷୋହଳ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ବିଭିନ୍ନ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଝୁଲିପଡିଲେ ସ୍ବାମୀ-ସ୍ତ୍ରୀ, ଅଷ୍ଟପ୍ରହରୀ ପୂଜା ସାରି ଶୋଇଥିଲେ, ହେଲେ…

ଧର୍ମଶାଳା,୧୦।୨(ଶିବପ୍ରସାଦ ମହାନ୍ତି): ଚାଲିଗଲା ଗୋଟିଏ ପରିବାରର ଦୁଇଟି ଜୀବନ । ଝୁଲନ୍ତା ଅବସ୍ଥାରେ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି…

ବିଜେଡିକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ ଆଉ ଜଣେ ନେତା

ଧର୍ମଶାଳା,୯।୨(ଶିବ ପ୍ରସାଦ ମହାନ୍ତି): ଆଜିକାଲି ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏହି କ୍ରମରେ ସୋମବାର ବିଜୁ ଜନତା ଦଳରୁ ଇସ୍ତଫା ଦେଉଛନ୍ତି ଯାଜପୁର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri