ଅଗ୍ନିକାଣ୍ଡରେ ୮ ବଖରା ଘର ଜଳିଗଲା

ରାଜନଗର, ୨୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଗ୍ରାମପଞ୍ଚାୟତର ଗୁଣ୍ଠି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର କାଶୀନାଥ ସିଂହଙ୍କ ୮ ବଖରା ଘର ପୋଡିଯାଇଛି। ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ରାଜନଗର ଦମକଳ କେନ୍ଦ୍ର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ସିଏଲ୍‌ ପକ୍ଷରୁ ବିଶୋଧନ

ଲଖନପୁର,୧୧।୪(ଡି.ଏନ୍‌.ଏ): ଏମ୍‌ସିଏଲ୍‌ ତରଫରୁ କୁଶ୍ରାଲୋଇ, ଉବୁଡା, କର୍ଲାଯୋରୀ, ଖଲିଆପାଲି, ସୋଲଦିଆ, ଲଖନପୁର ସଦର ମହକୁମା, କିରାରମା, କୁଡାଲୋଇ, ଯୁରାବଗା, ଖଇରକୁନୀ ଓ ବନ୍ଧବାହାଲ ଆଦି ଗ୍ରାମରେ...

କୃଷି ସୂଚନା ପରାମର୍ଶ କେନ୍ଦ୍ର ବୈଠକରେ ମାଛ, କୁକୁଡା, ଛତୁ ଚାଷ ଉପରେ ଗୁରୁତ୍ୱାରୋପ

ରସୁଲପୁର,୬।୧(ଡିଏନଏ)- ରସୁଲପୁର ବ୍ଲକ ଅନ୍ତର୍ଗତ ସହକାରୀ କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ବ୍ଲକସ୍ତରୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପକ୍ଷରୁ ଏକ ବୈଠକ ଅନୁଷ୍ଠିତ...

କେନ୍ଦୁପତ୍ର ସହ କାଠ ଜବତ: ୩ ଗିରଫ

ବାଙ୍ଗିରିପୋଷି,୯ା୬(ଡି.ଏନ୍‌.ଏ.)- ରାତି ପାଟ୍ରୋଲିଂ ବେଳେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ ୩ଟି ମଟର ସାଇକେଲ ସହ କେନ୍ଦୁପତ୍ର ଓ କାଠପଟା ଜବତ କରିଛି। ଏହି...

ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ

ଜୟପୁର,୬।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି...

୧୩୧ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଭଦ୍ରକ ଅଫିସ,୧ା୪- ଭଦ୍ରକ ଜିଲାର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ଜିଲାର ୧୩୧ଟି ପଞ୍ଚାୟତରେ ସୋମବାର ମାଗଣାରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ରାଜ୍ୟ...

ଉପାନ୍ତ ଅଞ୍ଚଳରେ କରୋନା ଯୋଦ୍ଧା: ୩ବର୍ଷର ପିଲାକୁ ଧରି ଗ୍ରାମରେ ଲୋକଙ୍କୁ କରୁଛନ୍ତି ସଚେତନ

ଜୟପୁର,୧୨ା୫ (ନି.ପ୍ର.)-କରୋନା ପାଇଁ ଏବେ ସାରା ଦେଶ ଲକ୍‌ଡାଉନରେ ରହିଛି। ତେବେ ଏନେଇ ରହିଥିବା ସଚେତନତା ବାର୍ତ୍ତା ଉପାନ୍ତ ଅଞ୍ଚଳରେ ପହଞ୍ଚତ୍ ପାରୁନାହିଁ। ଏଭଳି ସ୍ଥିତିରେ...

ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ

ବାଲିଗୁଡ଼ା,୭।୮(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ...

ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା

ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ...

Coronavirus Update

Archives

Model This Week

Why Dharitri