ଅଗ୍ନିକାଣ୍ଡରେ ୮ ବଖରା ଘର ଜଳିଗଲା

ରାଜନଗର, ୨୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଗ୍ରାମପଞ୍ଚାୟତର ଗୁଣ୍ଠି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର କାଶୀନାଥ ସିଂହଙ୍କ ୮ ବଖରା ଘର ପୋଡିଯାଇଛି। ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ଖବର ପାଇ ରାଜନଗର ଦମକଳ କେନ୍ଦ୍ର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମୁଖ୍ୟ କିରାଣୀ

ସୋନପୁର,୯।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ତରଭା ସବରେଜିଷ୍ଟ୍ରି ଅଫିସର ମୁଖ୍ୟ କିରାଣୀ ଶିବ ପ୍ରସାଦ ଗୁରୁଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶିବ ପ୍ରସାଦ ଗୁରୁ...

ମହାପ୍ରଭୁଙ୍କ ଜମିରେ ମଦ ଦୋକାନ ମନା

ପୁରୀ ଅଫିସ,୧୬।୯: ସ୍ବର୍ଗଦ୍ୱାର ନିକଟରେ ଜବରଦଖଲରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିରେ ମଦ ଦୋକାନ ହୋଇପାରିବ ନାହିଁ। ଦଖଲରେ ଥିବା ବ୍ୟକ୍ତିଙ୍କୁ ପ୍ରଥମେ ମହାପ୍ରଭୁଙ୍କ ମାଲିକାନାରୁ...

ଘନ କୁହୁଡ଼ି ବଳୟରେ ପାଟଣା: ଜନଜୀବନ ଅସ୍ତବ୍ୟସ୍ତ

ପାଟଣା,୧୩ା୧(ସ୍ବ.ପ୍ର.): ଘନ କୁହୁଡ଼ି ବଳୟରେ ଶୁକ୍ରବାର ସକାଳୁ କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳର ରାସ୍ତା ଘାଟ ଆଚ୍ଛାଦିତ ହୋଇଥିବାରୁ ସକାଳ ୯ଟା...

କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟବହିର୍ଭୂତ...

ବାହାନଗା ଟ୍ରେନ ଦୁର୍ଘଟଣା: ଷ୍ଟେଶନମାଷ୍ଟରଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ସିବିଆଇ

ବାହାନଗା/ବାଲେଶ୍ୱର ଅଫିସ,(ଡି.ଏନ.ଏ.)/ଭୁବନେଶ୍ୱର, ୧୨ା୬ (ବ୍ୟୁରୋ): ଟ୍ରେନ ଦୁର୍ଘଟଣାର ୧୦ଦିନ ପରେ ରବିବାର ବାହାନଗା ଷ୍ଟେଶନମାଷ୍ଟରଙ୍କ ସମେତ ଆସିଷ୍ଟାଣ୍ଟ ଷ୍ଟେଶନମାଷ୍ଟର ଓ ଟେକ୍ନିସିଆନଙ୍କୁ ଉଠାଇ ନେଇଛି ସିବିଆଇ।...

ନୂଆବର୍ଷରୁ ଶ୍ରଦ୍ଧାଳୁଙ୍କୁ ସ୍ବତନ୍ତ୍ର ସୁବିଧା

ପୁରୀ ଅଫିସ, ୬।୧୨:ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ...

ପୁଣି ମାତିଲେ କଳା ପଲ୍‌ସର ଲୁଟେରା, ଝାମ୍ପି ନେଲେ ୯୦ ହଜାର

ଟିଟିଲାଗଡ, ୧୩ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟେରାଙ୍କ ଆତଙ୍କ ବଢ଼ିବାରେ ଲାଗିଛି। ଲୁଟେରା ଗ୍ୟାଙ୍ଗ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ଲୋକଙ୍କୁ ଟାର୍ଗେଟ କରୁଛନ୍ତି।...

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ମୁକୁଳା ଡ୍ରେନ୍‌ର ମରାମତି କାମ

କେନ୍ଦୁଝର,୧୬ା୩(ସ୍ବ.ପ୍ର.): ଦୀର୍ଘ ମାସ ହେଲା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମୁକୁଳା ହୋଇ ପଡ଼ିଥିବା ଫୁଟ୍‌ପାଥର ମରାମତି କାମ ଆରମ୍ଭ ହୋଇଛି। ଏହା ଦ୍ୱାରା ଲୋକମାନେ ବିପଦପୂର୍ଣ୍ଣ...

Advertisement
Archives

Model This Week