ଅଗ୍ନିକାଣ୍ଡ: ୪ ବଖରା ସମେତ ଜଳିଗଲା ଧାନଚାଉଳ

ନିରାକାରପୁର,୧୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଓଳସିଂହ ବଜାର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ରବି ନାରାୟଣ ପୃଷ୍ଟି, ଦୁଃଖୀଶ୍ୟାମ ତ୍ରିପାଠୀଙ୍କର ୪ ବଖରା ସମତେ ୫ କ୍ୱିଣ୍ଟାଲ ଚାଉଳ, ୧୦ ବସ୍ତା ଧାନ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ରଣପୁର ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିବା ବେଳକୁ ଘର ସମ୍ପୂର୍ଣ୍ଣ ଜଳି ଯାଇଥିଲା। ଅଗ୍ନିବିପନ୍ନଙ୍କୁ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ଦୁର୍ଦ୍ଦାନ୍ତ ଅପରାଧୀ ରାନୀ ପଣ୍ଡା

ବ୍ରହ୍ମପୁର ଅଫିସ,୭।୧: ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ କୁଖ୍ୟାତ ଗଞ୍ଜେଇ ଚାଲାଣକାରୀ ରାନୀ ପଣ୍ଡାଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର...

ବିଭିନ୍ନ ଦାବି ନେଇ ଦୁଇଦିନିଆ ବଲାଙ୍ଗୀର ବନ୍ଦ ପାଳନ ଆରମ୍ଭ

ବଲାଙ୍ଗୀର ଅଫିସ, ୧୮।୧୨: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃପ୍ରତିଷ୍ଠା, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ ଦାବିରେ...

ଆଦର୍ଶ ବିଦ୍ୟାର୍ଥୀ ସମ୍ମାନ: ଓଡ଼ିଶାରୁ ଶୁଭସ୍ମିତା

ରାଜନଗର, ୩୦।୯(ବଡି.ଏନ୍‌.ଏ.): ଅନ୍ତର୍ଜାତୀୟ ଶିଶୁ ଶାନ୍ତି ପୁରସ୍କାର ପାଇଁ ଭାରତରୁ ୧୦ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଓଡ଼ିଶାରୁ କେନ୍ଦ୍ରାପଡ଼ା ଜିଲା ରାଜନଗର...

ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧି ଆଶା

ବାରିପଦା ଅଫିସ,୧୭ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ବାଘ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶା ପ୍ରକଟ କରାଯାଇଛି। ଦୀର୍ଘ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ...

ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଭଞ୍ଜନଗର,୧୪।୪(ଡି.ଏନ୍‌.ଏ.)- ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ରାସ୍ତାରେ ଥିବା ଏକ ରାଶନ ଦୋକାନରେ ସୋମବାର ରାତିରେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ଦୋକାନରେ...

ପଢ଼ାରେ ବାଧକ ୨ ଗୁଣ ବସ୍‌ ଭଡ଼ା

ବଇଣ୍ଡା,୨୨।୧(ଡି.ଏନ.ଏ.) କେବେଠୁ ଉଠିଗଲାଣି ଲକ୍‌ଡାଉନ୍‌। କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ସବୁଠି କୋହଳ ହୋଇସାରିଛି କୋଭିଡ୍‌ କଟକଣା। ସହର, ବଜାର ସ୍ଥିତି ସ୍ବାଭାବିକ ହୋଇସାରିଥିବା ବେଳେ ସରକାରୀ,...

ଗ୍ରାହକ ସାଜି ଅବକାରୀ ବିଭାଗର ଚଢ଼ାଉ

ପାଟପୁର,୨୮ା୪- ଦିଗପହଣ୍ଡି ଅବକାରୀ ବିଭାଗ, ସାନଖେମୁଣ୍ଡି ତହସିଲଦାର, ପାଟପୁର ପୋଲିସ ସୋମବାର ରାତି ପ୍ରାୟ ୧୦ଟାରେ ପାଟପୁର ଥାନା ପଳାସପୁର ଛକରେ ଥିବା ଏକ ପାନ...

ଆହୁରି ସତର୍କ ହେବାକୁ ପଡିବ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟରେ ହଜାର ତଳେ ରହୁଛି ସଂକ୍ରମଣ, ଏହା ରାଜ୍ୟ ପାଇଁ ଖୁସି ଖବର। କେବଳ ଗୋଟିଏ ଜିଲାକୁ ଛାଡି ଆଉ ସବୁ ଜିଲାରେ ଟେଷ୍ଟ...

Advertisement
Archives

Model This Week