ଅଗ୍ନିବିପନ୍ନଙ୍କୁ ସହାୟତା

ହାଟଡିହୀ, ୫।୫(ଡି.ଏନ.ଏ.)-ହାଟଡିହୀ ବ୍ଲକ ହାବଳେଶର ପଞ୍ଚାୟତ ଡ଼ିମିରିଆ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ୫ଟି ପରିବାର ସମ୍ପୂର୍ଣ କ୍ଷତିଗ୍ରସ୍ତ ହୋଇଥିଲେ। ମଙ୍ଗଳବାର ଆନନ୍ଦପୁର ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠି ଉକ୍ତ ଗ୍ରାମକୁ ଯାଇ ଅଗ୍ନି ବିପନ୍ନଙ୍କୁ ଭେଟିବା ସହ ଆର୍ଥିକ ସହାୟତା ପ୍ରଦାନ କରି ସମବେଦନା ଜଣାଇଥିଲେ। ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଜିଲା ଓ ବ୍ଲକ ପ୍ରଶାସନ ନିକଟରେ ଦାବି କରିବେ ବୋଲି ଆଲୋକ କହିଛନ୍ତି। ହରମୋହନ ସାଶିନୀ, ବଳଭଦ୍ର ବାରିକ, ରବୀନ୍ଦ୍ର ମଲିକ, ରମାକାନ୍ତ ନାୟକ, ତୁଷାର ମହାପାତ୍ର, ପ୍ରମୁଖ ସହାୟତାବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ଗାଁରୁ ଚୋରି ଗାଡ଼ି ରଣପୁରରୁ ଜବତ

ରଣପୁର,୨।୮ (ସ୍ବ.ପ୍ର.)-ନୟାଗଡ ଜିଲା ଓଡଗାଁ ଥାନା ଅଞ୍ଚଳରୁ ଗତ ଜୁଲାଇ ୩୦ ତାରିଖରେ ଚୋରି ହୋଇଥିବା ଏକ ବୋଲେରୋକୁ ରଣପୁର ପୋଲିସ ଗୁରୁବାର ରଣପୁର ଅନ୍ତର୍ଗତ...

ନିୟମ ଉଲ୍ଲଂଘନକାରୀ ଗାଡ଼ି ଚାଳକଙ୍କୁ ଧରପଗଡ଼: ୬୫ ନାମ ପଞ୍ଜୀକରଣ କଲା ବିଜେପୁର ପୋଲିସ

ବିଜେପୁର,୧୨।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିରୋଧ କରିବାକୁ ସାରା ରାଜ୍ୟରେ ଲକ ଡାଉନ ଅବ୍ୟାହତ ରହିଛି। ଏହି ସମୟରେ ବାଇକ୍‌ ବ୍ୟବହାର କରିବାକୁ ପ୍ରଶାସନ ପକ୍ଷରୁ ବାରଣ...

ଏମ୍‌ବି ଛାତ୍ର ଅଧ୍ୟକ୍ଷ ପ୍ରାର୍ଥୀ: ପ୍ରଚାର ମଇଦାନରେ ହେଭିଓ୍ବେଟ୍‌

କେସିଙ୍ଗା,୧୮।୩: ପୌର ନିର୍ବାଚନ ପାଇଁ କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୩ ପ୍ରମୁଖ ଦଳ ନିଜ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ବିଏ...

୨ ବର୍ଷ ପରେ ବି ଚାଷୀଙ୍କୁ ମିଳିନି ଗଭୀର ନଳକୂପ

ଚମ୍ପୁଆ, ୫ା୧୨(ଡି.ଏନ.ଏ)- ଚମ୍ପୁଆ ଉଠାଜଳସେଚନ ବିଭାଗରେ ଦୁଇ ବର୍ଷ ତଳୁ ଗଭୀର ନଳକୂପ ପାଇଁ ଆବେଦନ କରିଥିବା ଚାଷୀମାନେ ବର୍ତ୍ତମାନ ସୁଦ୍ଧା ନଳକୂପ ପାଇ ନ...

ଭଦ୍ରକରେ ୧୫୭ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୪।୬: ଭଦ୍ରକ ଜିଲାରୁ ରବିବାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ପଜିଟିଭ୍‌ ଚିହ୍ନଟ...

୬ ମାସ ତଳେ କରିଥିଲେ ପ୍ରେମ ବିବାହ, ଆଜି ଗଛରୁ ମିଳିଲା ଝୁଲନ୍ତା ମୃତଦେହ

କୋକସରା,୧୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଆଁଏଲି ଗ୍ରାମର ଜଣେ ଯୁବକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ଆଁଏଲି ଗ୍ରାମର ଦୁଷ୍ମନ୍ତ ମାଝି(୨୦) ।...

ବିଦ୍ୟାଳୟରେ ଆଶ୍ରୟ ନେଲେ ଛତିଶଗଡ଼ର ୫ ଶ୍ରମଜୀବୀ ପରିବାର

ସାକ୍ଷୀଗୋପାଳ, ୩୦।୩(ଡି.ଏନ୍‌.ଏ): ପେଟପାଟଣା ପାଇଁ ପଡ଼ୋଶୀ ଛତିଶଗଡ଼ ରାଜ୍ୟ ଦେଓଚିତ୍ରା ଗ୍ରାମରୁ ପଳାଇ ଆସିଥିବା ୫ ଶ୍ରମଜୀବୀ ପରିବାରର ୩୫ ସଦସ୍ୟ କରୋନା କଟକଣାରେ ଫସି...

ସାଙ୍ଗ ପାଇଁ ଦେଲେ ଜୀବନ

ଆନନ୍ଦପୁର,୩୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଢିଙ୍କିଆ ଗ୍ରାମର ଜଣେ ଯୁବକ ଶୁକ୍ରବାର ସାଙ୍ଗଙ୍କୁ ଉଦ୍ଧାର କରିବାକୁ ଯାଇ ରେମାଳ ଡ୍ୟାମ୍‌ରେ ବୁଡ଼ି ପ୍ରାଣ...

Advertisement
Archives

Model This Week