ଅଗ୍ନି ବିପନ୍ନଙ୍କୁ ସହାୟତା

ଭଣ୍ଡାରିପୋଖରୀ, ୧୦।୬(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଣିନାଥପୁର ଗ୍ରାମର ଅଗ୍ନିବିପନ୍ନ ପରିବାର ରବୀନ୍ଦ୍ର ସାମଲଙ୍କୁ ଭଣ୍ଡାରିପୋଖରୀ ବ୍ଲକ କଂଗ୍ରେସ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି।ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ସୁବ୍ରତ ଦାସଙ୍କ ନେତୃତ୍ୱରେ ବ୍ଲକ କଂଗ୍ରେସ ସଭାପତି ରଜନୀ କାନ୍ତ ଚନ୍ଦ, ବରିଷ୍ଠ ନେତା ଗୋଲକ ପ୍ରସାଦ ବେହେରା, ଶ୍ୟାମସୁନ୍ଦର ମହାପାତ୍ର , ଲଳିତ ବେହୁରିଆ ପ୍ରମୁଖ ଅଗ୍ନି ବିପନ୍ନ ରବୀନ୍ଦ୍ରଙ୍କୁ ଭେଟି ଆର୍ଥିକ ସହାୟତା ପ୍ରଦାନ ସହ ତହସିଲ ପକ୍ଷରୁ ତାଙ୍କୁ ତୁରନ୍ତ ସହାୟତା ଯୋଗାଇଦେବାକୁ ଦାବି କରିଥିଲେ। ରବୀନ୍ଦ୍ରଙ୍କର ଚାରି ବଖରା ଘର ସମେତ ଏକ କୁକୁଡ଼ା ଫାର୍ମ ଓ ଏକ ଇଟା ଫ୍ୟାକ୍ଟ୍ରି ଅଗ୍ନିକାଣ୍ଡରେ ଜଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri