ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ, ଶାଶୁ, ଶ୍ୱଶୁର ଗିରଫ

ରତ୍ନଗିରି, ୩୧। ୫ (ଡି.ଏନ.ଏ)-ବରୀ ବ୍ଲକ ଅଧୀନ ମହାକାଳପଡ଼ା ପଞ୍ଚାୟତ ନିଳାପଦା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ପ୍ରିୟଦର୍ଶିନୀ ସିଂହ (୩୦)ଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତାଙ୍କ ସ୍ବାମୀଙ୍କ ସମେତ ଶାଶୁ ଓ ଶ୍ୱଶୁରୁଙ୍କୁ ଗିରଫ କରିଛି। ପ୍ରିୟଦର୍ଶିନୀଙ୍କୁ ଶାଶୁଘର ଲୋକେ ଯୌତୁକ ନିର୍ଯାତନା ଦେଇଆସୁଥିଲେ। ଏ ନେଇ ସେ ଅଧିକାଂଶ ସମୟରେ ମାନସିକ ଚାପରେ ରହୁଥିବାରୁ ଆତ୍ମହତ୍ୟା କରିଛନ୍ତି ବୋଲି ପ୍ରିୟଦର୍ଶିନୀଙ୍କ ବାପା ଶରତଚନ୍ଦ୍ର ସିଂହ ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ୧୧୬/୨୦ ନଂ.ରେ ମାମଲା ରୁଜୁ କରିବା ସହ ପ୍ରିୟଦର୍ଶିନୀଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁରୁଙ୍କୁ ଗିରଫ କରିଥିବା ପୋଲିସ କହିଛି। ସୂଚନାଥାଉ କି, ଗତ ୨୮ ତାରିଖରେ ପ୍ରିୟଦର୍ର୍ଶିନୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଖବରପାଇ ବରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ସହ ୧୩/୨୦ ନଂ. ରେ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri