ଅଙ୍ଗନଓ୍ବାଡି କର୍ମୀଙ୍କ ସିଡିପିଓ ଅଫିସ ଘେରାଉ

ଲୋଇସିଂହା,୬।୯(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସିଡିପିଓ ଜ୍ୟୋତିର୍ମୟୀ ନାଏକ ଜନୈକ କର୍ମୀଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ଶୁକ୍ରବାର ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ସିଡିପିଓ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଂଘ ସଭାନେତ୍ରୀ ରୋହିନୀ ବିଶିଙ୍କ ନେତୃତ୍ୱରେ କର୍ମୀମାନେ ଏକାଠିହୋଇ ଦୃଢ ପ୍ରତିବାଦ କରିବା ସହ ସିଡିପିଓଙ୍କ ବଦଳି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ବର୍ଷରେ ୧୨୧ ହାତୀ ମୃତ

କେନ୍ଦୁଝର,୧୨।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ହାତୀ ମଣିଷ ଲଢ଼େଇ ଲାଗି ରହିଛି। କେତେବେଳେ ନିରୀହ ମଣିଷଙ୍କ ଜୀବନ ଯାଉଛି ତ କେତେବେଳେ ମଣିଷଙ୍କ ଆକ୍ରୋଶରୁ ଟଳି ପଡ଼ୁଛନ୍ତି ହାତୀ।...

କାନଝରି ଡ୍ୟାମରେ ଭାସୁଛି ମଲା କୁକୁଡା

କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରି ଡ୍ୟାମରେ ବସ୍ତାରେ ବନ୍ଧା ହୋଇଥିବା ବହୁ ସଂଖ୍ୟାରେ ମଲା କୁକୁଡ଼ା ଭାସୁଥିବା ଦେଖିବାକୁ ମିଳିଛି। ସୋମବାର ଆଖପାଖ...

ବ୍ରହ୍ମପୁର ବଡ଼ ମେଡିକାଲ ରୋଗୀ ସମ୍ପର୍କୀୟ, ଡାକ୍ତର ହାତାହାତି: ଉତ୍ତେଜନା, ପୋଲିସ ମୁତୟନ

ବ୍ରହ୍ମପୁର ଅଫିସ ,୯ା୯ – ବ୍ରହ୍ମପୁର ବଡ଼ ମେଡିକାଲରେ ସୋମବାର ରାତିରେ ଚିକିତ୍ସାରେ ଅବହେଳା ଅଭିଯୋଗରେ ରୋଗୀଙ୍କ ସମ୍ପର୍କୀୟ ଓ ଡାକ୍ତରଙ୍କ ମଧ୍ୟରେ ହାତାହାତି ହୋଇଛିି।...

ଭିତରକନିକାରେ ଡଲ୍‌ଫିନ୍‌ ସଂଖ୍ୟା ବୃଦ୍ଧି

ରାଜନଗର,୫ା୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଡଲ୍‌ଫିନ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇଛି। ରାଜ୍ୟର ବିଭିନ୍ନ ଜଳାଶୟ ଅପେକ୍ଷା ସବୁଠୁ ଅଧିକ ଓ ବିଭିନ୍ନ ପ୍ରଜାତିର ଡଲଫିନ୍‌ ଗହୀରମଥା...

ସାଢ଼େ ୯ କୁଇଣ୍ଟାଲ ଗଞ୍ଜେଇ ଜବତ ଘଟଣା: ପୁଣି ଗଞ୍ଜେଇ ଚାଲାଣ ଗାଡ଼ି ମାଲିକ ଗିରଫ

ଫୁଲବାଣୀ ଅଫିସ, ୩୦୭-ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ବାଲନ୍ଦାପଡା ଫାଣ୍ଡି ଅଞ୍ଚଳରେ ପୋଲିସ ୨୧ ତାରିଖରେ ଏକ ଗାଡିରୁ ୯ କୁଇଣ୍ଟାଲ ୫୪ କେଜି ଗଞ୍ଜେଇ...

ଅବହେଳିତ କେଶରୀ କୁଣ୍ଡ: ପର୍ଯ୍ୟଟନ ସ୍ଥଳ ମାନ୍ୟତା ପାଇ ବି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରୁନି

ଚମ୍ପୁଆ,୨୨ା୧୨(ଡି.ଏନ.ଏ.): ଅବହେଳିତ ଅବସ୍ଥାରେ ରହିଛି ପର୍ଯ୍ୟଟନ ସ୍ଥଳୀ କେଶରୀ କୁଣ୍ଡ। ୨୪ ବର୍ଷ ହେଲା ପର୍ଯ୍ୟଟନ ସ୍ଥଳର ମାନ୍ୟତା ଲାଭ କରିଥିବା ବେଳେ ଆଜି ପର୍ଯ୍ୟନ୍ତ...

ଜୀବନ ବଞ୍ଚାଉଛି ଚୁଆପାଣି

କପ୍ତିପଦା,୨୯ା୪(ଡି.ଏନ୍‌.ଏ.)- ମୟୂୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶରତ ପଞ୍ଚାୟତର ଅଶ୍ୱକୋଟୀ ସାରଜମଡ଼ି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଏଠାରେ ବାସ...

ମା’ ମୋର ପ୍ରଥମ ଗୁରୁ- ଅଭିଷିକ୍ତା

କେନ୍ଦୁଝର, (ନରେଶ ଚନ୍ଦ୍ର ପଟ୍ଟନାୟକ)- ପିଲାଦିନୁ ନୃତ୍ୟ ଅନୁରାଗୀ ଅଭିଷିକ୍ତା ପାଠ ପଢ଼ିବା ସହ ନୃତ୍ୟ, ସଂଗୀତ, ବକ୍ତୃତା, ଚିତ୍ରକଳା, ଅଭିନୟ ଆଦି କ୍ଷେତ୍ରରେ ପ୍ରତିଭା...

Advertisement
Archives

Model This Week