ଅଙ୍ଗୁର ଓ ଲୋ ବ୍ଲଡ୍‌ ପ୍ରେସର

ବ୍ଲଡ୍‌ ପ୍ରେସର ବା ରକ୍ତଚାପ ଆଜିକାଲ ଏକ ସାଧାରଣ ସ୍ବାସ୍ଥ୍ୟଜନିତ ସମସ୍ୟା ପାଲଟିଗଲାଣି। ଏହାକୁ ଦୁଇଭାଗରେ ବିଭକ୍ତ କରାଯାଇଥାଏ-ଉଚ୍ଚ ରକ୍ତଚାପ (ହାଇ ବ୍ଲଡ୍‌ପ୍ରେସର) ଏବଂ ନିମ୍ନ ରକ୍ତଚାପ (ଲୋ ବ୍ଲଡ୍‌ପ୍ରେସର)। ଜଣେ ଲୋ ବ୍ଲଡ୍‌ ପ୍ରେସର ରୋଗୀ ନିଜର ଖାଦ୍ୟପେୟ ପ୍ରତି ସଚେତନ ହେବା ସହ ସୁସ୍ଥ ଜୀବନଶୈଳୀ ଆପଣାଇବା ଦରକାର। ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଏପରି ସମସ୍ୟା ସହ ଜଡ଼ିତ ବ୍ୟକ୍ତି ଯଦି ପ୍ରତିଦିନ କିଛି ଅଙ୍ଗୁର ଖାଆନ୍ତି ତେବେ ଲୋ ବ୍ଲଡ୍‌ପ୍ରେସର ନିୟନ୍ତ୍ରଣରେ ରହିଥାଏ। କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଭେଷଜ ବିଶେଷଜ୍ଞମାନେ ‘ଲୋ ବ୍ଲଡ୍‌ପ୍ରେସର ଏବଂ ଅଙ୍ଗୁର’ ବିଷୟବସ୍ତୁକୁ ନେଇ ଏକ ଗବେଷଣା କରି ଏପରି କଥା ଜାଣିପାରିଛନ୍ତି। ଏହା ସହ ସେହି ବ୍ୟକ୍ତି ପ୍ରଚୁର ପାଣି ପିଇବା ଆବଶ୍ୟକ। ଅଳ୍ପ ଲୁଣ ଖାଇଲେ କିଛି କ୍ଷତି ନାହିଁ ବୋଲି ସେମାନେ ପରାମର୍ଶ ଦେଇଛନ୍ତି। ଖାଦ୍ୟ ତାଲିକାରେ ଆଇରନ୍‌ଯୁକ୍ତ ଖାଦ୍ୟ ସାମିଲ କରନ୍ତୁ। ତଟକା ପନିପରିବାରେ ପ୍ରଚୁର ଆଇରନ୍‌ ଭରି ରହିଛି। ଓଟ୍‌ସରେ ଥିବା ଫାଇବର ତତ୍ତ୍ୱ ଲୋ ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ। ଏମାନେ ଦୈନନ୍ଦିନ ଖାଦ୍ୟ ତାଲିକାରେ ରସୁଣକୁ ସାମିଲ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri