ଅଚାନକ ଚଢ଼ାଉ: ଗ୍ୟାସ୍‌ କଟରେ କାଟିଦେଲେ କରତ କଳ

ଖୋର୍ଦ୍ଧା ଅଫିସ,୧୩।୯: ଖୋର୍ଦ୍ଧା ବନଖଣ୍ଡ ବାଲିପାଟଣା ବନାଞ୍ଚଳ ଅଧୀନ ଗୋଟିଏ ବେଆଇନ କରତ କଳ ଉପରେ ବନ ବିଭାଗ ପକ୍ଷରୁ ମଙ୍ଗଳବାର ସକାଳୁ ଚଢ଼ାଉ କରାଯାଇଛି। ବିଲିପଡ଼ା ଗ୍ରାମରେ ଥିବା ଏହି କରତ କଳ ଉପରେ ଭୁବନେଶ୍ୱର ଭିଜିଲାନ୍ସ ଓ ବାଲିପାଟଣା ବନାଞ୍ଚଳ ବିଭାଗ ମିଳିତ ଭାବେ ଚଢ଼ାଉ କରିଛନ୍ତି। ଭିଜିଲାନ୍ସ ଏସିଏଫ୍‌ ସାଧନା ସ୍ବାଇଁ, ଖୋର୍ଦ୍ଧା ଏସିଏଫ୍‌ ଅସିତ କୁମାର ମିଶ୍ର, ବାଲିପାଟଣା ବନାଞ୍ଚଳ ଅଧିକାରୀ ମାନସ ରଞ୍ଜନ ମହାନ୍ତିଙ୍କ ଉପସ୍ଥିତିରେ ଏହି ଚଢ଼ାଉ ହୋଇଛି। ଖୋର୍ଦ୍ଧା ବନ ବାନାଞ୍ଚଳ କର୍ମଚାରୀ ଏବଂ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଥିଲା। ଗ୍ୟାସ କଟରରେ କରତ କଳରେ ବ୍ୟବହୃତ ସାମଗ୍ରୀ କଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ମିଳିଲାନି ରହିତାଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍‌ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି...

କୋର୍ଟ ରୁମ୍‌ରେ ଧସେଇ ପଶିଲେ ଲୋକେ

ଅନୁଗୋଳ ଅଫିସ, ୩୦।୭ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ କୋର୍ଟରୁମ୍‌ରେ ସୋମବାର ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଶିବିର...

ଟ୍ରକ ଧକ୍କାରେ ଡାକ୍ତରଖାନା ପାଚେରି ଭାଙ୍ଗିଲା

ତାଳଚେର, ୮ା୪(ନି.ପ୍ର.)-  କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନଲେୋଡ କରି ତାଳଚେର ଅଭିମୁଖେ ଯାଉଥିବା  ଏକ ଟ୍ରକ୍ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ...

ରାଜସ୍ବ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜଣେ ଅଭିଯୁକ୍ତ କୋର୍ଟ ଚାଲାଣ

ଭଣ୍ଡାରିପୋଖରୀ,୬।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲର ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଏବଂ ଆର୍‌ଆଇ ରାମନାରାୟଣ ସାମଲଙ୍କୁ ବାଲିମାଫିଆମାନେ ମଞ୍ଜୁରୀରୋଡ୍‌ସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ପଶି...

‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୨।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ବୁଧବାର ପୂର୍ବାହ୍ନରେ ଓଡ଼ିଶା ଉପକୂଳ ଅବଦୁଲ କାଲାମ ଦ୍ୱୀପ...

ବିକାଶ ଚାହୁଁଛି ମରାଗୁଳା

କେନ୍ଦୁଝର, ୫ା୧୧(ଡି.ଏନ.ଏ.)-ରାଜ୍ୟ ଏବଂ କେନ୍ଦ୍ର ସରକାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ଅନେକ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ...

ଭାଇଚାରା ସୃଷ୍ଟି କରେ ଝୋଡ଼ିଆ ପରଜାଙ୍କ ପୁଷ୍‌ ପରବ

ଟିକିରି,୨୪ ।୧(ଡି.ଏନ୍‌.ଏ.) ରାୟଗଡା ଜିଲା କାଶୀପୁର ବ୍ଲକ ଝୋଡ଼ିଆ ପରଜାଙ୍କ ନିଆରା ପରବ ପୁଷ୍‌ ପରବ ଶେଷ ହୋଇଛି। ଏହା ସେମାନେ ପରମ୍ପରା ଅନୁଯାୟୀ ବିଶ୍ୱାସର...

ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୧୨ା୧୧: ରାଜ୍ୟରେ ଅନିୟନ୍ତ୍ରିତ ହାତୀମୃତ୍ୟୁ ରୋକିବା ପାଇଁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦିଗରେ ପୋଲିସ ଓ ବନ ବିଭାଗର ମିଳିତ ଭାବେ ଏକ...

Advertisement
Archives

Model This Week