ଅଚାନକ ବିଦ୍ୟାଳୟ ପରିଦର୍ଶନ କରି ଖାଦ୍ୟର ମାନ ଯାଞ୍ଚ କଲେ ଜିଲାପାଳ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ମଧ୍ୟ ଇଂରାଜୀ ବିଦ୍ୟାଳୟରେ ସୋମବାର ଜିଲାପାଳ ଜ୍ଞାନରଞ୍ଜନ ଦାସ ପହଞ୍ଚି ପରିଦର୍ଶନ କରିଛନ୍ତି। ଜିଲାପାଳ ଉକ୍ତ ବ୍ଲକକୁ ଜନ ଅଭିଯୋଗ ଶୁଣାଣି ପାଇଁ ଆସିଥିବା ବେଳେ ଅଚାନକ ବିଦ୍ୟାଳୟରେ ପହଞ୍ଚି ଥିଲେ। ସେଠାରେ ଛାତ୍ରୀଛାତ୍ରଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ ଖାଇ ତାହାର ମାନ ଯାଞ୍ଚ କରିଥିଲେ। ପରେ ବିଦ୍ୟାଳୟର ପରିଷ୍କାର, ପରିଚ୍ଛନ୍ନତା ପ୍ରତି ଦୃଷ୍ଟି ଦେବାକୁ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କୁ ଜିଲାପାଳ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ଜଣ ଜିଅନ୍ତା ଜଳିଗଲେ,ବଢ଼ିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ମାଲବ୍ୟ ନଗରରେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା…

ମନ୍ତ୍ରୀଙ୍କ ବଡ଼ ସୂଚନା: ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି

ଭୁବନେଶ୍ୱର, ୩।୬: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନ୍ଦ ଗଣ୍ଡ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌…

ହଜିଯାଉଛି ‘ବୋଉ’ ଶବ୍ଦ: ଆନ୍ତରିକତାକୁ ପୁନର୍ଜୀବିତ କରିବାକୁ ପ୍ରୟାସ

ଭଞ୍ଜନଗର,୩।୬(ବାବୁଲା ପ୍ରଧାନ):ଆଧୁନିକ ଜୀବନଧାରା ପ୍ରବାହରେ ବୋଉ ଶବ୍ଦଟି କ୍ରମଶଃ ହଜିବାରେ ଲାଗିଛି। ଏହି ପଛରେ ଥିବା ଆତ୍ମୀୟ ପରମ୍ପରା ଓ ସମର୍ପିତ ଆନ୍ତରିକତାକୁ ପୁନର୍ଜୀବିତ ଉଦ୍ଦେଶ୍ୟରେ ଲୋହରାଖଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri