ଅଚିହ୍ନା ଯୁବକଙ୍କ ଗଳିତ ଶବ ଉଦ୍ଧାର

ରାଇସୁଆଁ,୨୯।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳର ଏକ ଜଙ୍ଗଲରୁ ଝୁଲନ୍ତାବସ୍ଥାରେ ଯୁବକଙ୍କ ଗଳିତ ଶବ ମଙ୍ଗଳବାର ଉଦ୍ଧାର ହୋଇଛି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ।
ସୂଚନାନୁଯାୟୀ, ମଙ୍ଗଳବାର ମୌଦାନକେଲା ପଞ୍ଚାୟତ ବାସୁଦେବପୁର ଜଙ୍ଗଲର ଏକ ଗଛରେ ଯୁବକଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ତେବେ ପୋଲିସ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

ବୈଠକ ପୂର୍ବରୁ ସରକାରଙ୍କୁ ଅଲ୍ଟିମେଟମ ଦେଲା CJP, ରଖିଲା ଏହି ବଡ଼ ସର୍ତ୍ତ

ନୂଆଦିଲ୍ଲୀ,୨୫।୭: CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ କ୍ଷତିପୂରଣ ଏବଂ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ପ୍ରସଙ୍ଗ ସମ୍ପର୍କରେ ସଂଗଠନ ଆଜି (ଶନିବାର) ଏକ ଲିଖିତ ଚୁକ୍ତି…

ଚତୁର୍ଥୀ ରାତିରେ ଚାଲିଗଲା ବବଲୁଙ୍କ ଜୀବନ: ସକାଳୁ ସକାଳୁ ଜଣାପଡ଼ିଲା କାରଣ

ଲକ୍ଷ୍ନୌ,୨୫।୭: ଉତ୍ତର ପ୍ରଦେଶର ବଦାଉଁ ଜିଲାର ଉଘାଇତି ଥାନା ଅଞ୍ଚଳରେ ଅବସ୍ଥିତ ରିଓନାଇ ଗାଁରେ ବିବାହ ଉତ୍ସବର କିଛି ଘଣ୍ଟା ମଧ୍ୟରେ ଶୋକର ଛାୟା ଖେଲିଯାଇଛି। କନ୍ୟାକୁ…

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri