ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ବରୀ,୯।୧୨(ସ୍ବ.ପ୍ର.) : ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଏରଡ଼ା ଗାଁ ନିକଟ ଏକ ନାଳପାର୍ଶ୍ୱରେ ସୋମବାର ପୂର୍ବାହ୍ନରେ ଜଣେ ଅଚିହ୍ନା ଯୁବକ(୨୨)ଙ୍କ ମୃତଦେହକୁ ବରୀ ପୋଲିସ ଉଦ୍ଧାର କରିଛି। ଅପରାହ୍ନ ସୁଦ୍ଧା ମୃତଦେହ ଚିହ୍ନଟ ହୋଇପାରିନାହିଁ। କେମିତି କ’ଣ ମୃତ୍ୟୁ ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣରେ ପାଦେ ଆଗେଇଲା

ଯାଜପୁର ଅଫିସ,୯।୨: ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଆଉ ଏକ ପାଦେ ଆଗେଇଛି। ନୟାଗଡ଼ ଓ ବୌଦ୍ଧ ଜିଲାର ପ୍ରାୟ ୬୨ ଏକର ବେସରକାରୀ ଜମି ଅଧିଗ୍ରହଣ ପାଇଁ...

ଆଜି ଦୀପାବଳି: କଟକରେ ଆଲୋକ ସୃଷ୍ଟିକାରୀ ବାଣର ଚାହିଦା ବେଶି

କଟକ ଅଫିସ, ୨୭ା୧୦: ଲଘୁଚାପଜନିତ ବର୍ଷା ପରେ ଗତ ଦୁଇଦିନ ହେଲା କଟକ ସହରର ବାଣ ଷ୍ଟଲ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ବାଣ...

ଷ୍ଟ୍ରିଟ୍‌ ଲାଇଟ୍‌ରେ ଝଲସୁଛି ମାଓବାଦୀ ଗଡ଼ର ୪ ଗ୍ରାମ

ଚିତ୍ରକୋଣ୍ଡା,୧୨ା୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଓବାଦୀ ଉପଦ୍ରୁତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଲାଲଗଡ଼ ଏବେ ଜିଲା ତଥା ବ୍ଲକ ପ୍ରଶାସନଙ୍କ ଫୋକୋସ୍‌ରେ।...

ମୋବାଇଲ ଟାଓ୍ବାରକୁ ବିରୋଧ: ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ସାହିବାସିନ୍ଦା

ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଗୁଣ୍ଡିଚାମନ୍ଦିର ନିକଟରେ ଥିବା ଚାରିଘରିଆ ସାହିରେ ମୋବାଇଲ ଟାଓ୍ବାର ବସାଇବାକୁ ବିରୋଧକରି ଅନ୍ତେଃବାସୀ ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସୋମବାର ସାକ୍ଷାତକରି ଏକ...

ଜଗତ୍‌ସିଂହପୁର ଥାନା: ସପ୍ତାହରେ ସର୍ବାଧିକ ନାରୀ ନିର୍ଯାତନା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୪ା୧୧: ଜଗତ୍‌ସିଂହପୁର ଥାନାରେ ଗତ୬ରୁ ୧୨ତାରିଖ ମଧ୍ୟରେ ମୋଟ ୧୬ଟି ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ନାରୀ ନିର୍ଯାତନା ସମ୍ବନ୍ଧୀୟ ଥିବା ଜଣାଯାଇଛି।...

ପରିସ୍ରା କରିବାକୁ ରାସ୍ତାରେ ଅଟକାଇଥିଲେ ଗାଡ଼ି, ବନ୍ଧୁକ ଦେଖାଇ ଲୁଟିନେଲେ ଟଙ୍କା

ଖୋର୍ଦ୍ଧା ଅଫିସ,୨।୧୦: ଦିବାଲୋକରେ ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କା। ଏଭଳି ଏକ ଘଟଣା ଘଟିଛି ଖୋର୍ଦ୍ଧା ଜିଲାରେ। ଜିତେନ୍ଦ୍ର କୁମାର ଗୁରୁ ନାମକ ଜଣେ...

ଜମ୍ମୁ-କଶ୍ମୀର, ଲଦାଖର ବିଭିନ୍ନ କଲେଜକୁ ପଠାଗଲା ରାଖୀ

ହିଞ୍ଜିଳିକାଟୁ,୧୪।୮(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରରୁ ଅନୁଚ୍ଛେଦ ୩୭୦  ଉଚ୍ଛେଦ ପରେ ବିଭିନ୍ନସ୍ତରରେ ଭିନ୍ନଭିନ୍ନ ଆଲୋଚନା କରାଯାଉଛି। ତେବେ ସେଠାକାର କଲେଜ ଛାତ୍ରୀଛାତ୍ରଙ୍କୁ ସ୍ନେହ ଶ୍ରଦ୍ଧା ଜ୍ଞାପନ ପାଇଁ...

ଜାଲ୍‌ ନିଯୁକ୍ତିପତ୍ରରେ ଚାକିରି, ଯୁବକ ଗିରଫ

ବେତନଟୀ,୩୧ା୭(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଆଞ୍ଚଳିକ ଡାକ୍ତରଖାନାରେ ଜାଲ୍‌ ନିଯୁକ୍ତିପତ୍ର ଦେଇ ପୁରୁଷ ସ୍ବାସ୍ଥ୍ୟକର୍ମୀ ଭାବେ ଚାକିରି କରିଥିବା ଜଣେ ଯୁବକଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି।...

Advertisement
Archives

Model This Week