ଅଜଗର ମାରି କାନ୍ଧରେ ପକାଇ ବୁଲିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ବନବିଭାଗ

ବଡବିଲ,୧୭।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଯୋଡା ଥାନା କଣ୍ଡରା ଗ୍ରାମର ଜଣେ ଯୁବକ ଏକ ଅଜଗର ସାପକୁ ମାରି କାନ୍ଧରେ ପକାଇ ବୁଲିବା ତାଙ୍କୁ ମହଙ୍ଗା ପଡିଛି। ସମ୍ପୃକ୍ତ ଯୁବକଙ୍କୁ ବନବିଭାଗ କର୍ମଚାରୀ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେ ହେଲେ ବୁଧୁରାମ ମୁଣ୍ଡା।
ସୂଚନାଅନୁଯାୟୀ, ବୁଧୁରାମ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ଜଙ୍ଗଲରେ ବୁଲୁଥିବାବେଳେ ଏକ ଅଜଗର ଦେଖିବାକୁ ପାଇଥିଲେ। ପରେ ଅଜଗରଟିକୁ ମାରି ନିଜ କାନ୍ଧରେ ପକାଇ ୫୨୦ ନମ୍ବର ଜାତୀୟ ରାଜପଥରେ ବୁଲୁଥିବାବେଳେ ବନବିଭାଗ କର୍ମଚାରୀମାନେ ଖବର ପାଇଥିଲେ। ଏ ନେଇ ବନବିଭାଗ ପକ୍ଷରୁ ଓଆର ୨ ବିଏଲରେ ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଅନୁଯାୟୀ ଏକ ମାମଲା ରୁଜୁ ହୋଇଥିଲା। ଅଜଗରଟିର ଲମ୍ବ ପ୍ରାୟ ୧୦ ଫୁଟ୍‌ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri