ଅଜଣା ଗାଡ଼ିଧକ୍କାରେ ଜଣେ ମୃତ

ବଡ଼ବିଲ,୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ନାଲଦାସ୍ଥିତ ୧୦ନଂ. ରାଜ୍ୟ ରାଜପଥର ପେଟ୍ରୋଲ ପମ୍ପ ନିକଟରେ ବୁଧବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ମାଟକାମବେଡ଼ା ଅଞ୍ଚଳର ପପୁ ସିଂହ ବୋଲି ଜଣାପଡ଼ିଛି। ଅପରାହ୍ନରେ ନୋ ଏଣ୍ଟ୍ରି ଖୋଲିବା ପରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାର ଶିକାର ବ୍ୟକ୍ତି ଜଣକ ରାସ୍ତା ପାର୍ଶ୍ୱରେ ଚାଲିଚାଲି ଯାଉଥିବା ସମୟରେ କୌଣସି ଏକ ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିବା ଅନୁମାନ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri