ଅଜଣା ଗାଡ଼ି ଧକ୍କାରେ ଡ୍ରାଇଭରଙ୍କ ଜୀବନ ଗଲା

ଯୋଡ଼ା,୨୩।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ସିଆଳିଯୋଡ଼ାଠାରେ ରବିବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳର ରଣଧୀର କୁମାର ରାଏ(୫୧)।
ବିଲେଇପଦା ଫାଣ୍ଡି ଅଧିକାରୀ ରଞ୍ଜନ କୁମାର ବିଶ୍ୱାଳଙ୍କ କହିବାନୁଯାୟୀ, ରଣଧୀର ରାତିରେ ଟ୍ରକ୍‌ (ଓଡି୦୯ଏଲ୍‌୫୪୪୫)କୁ ରାସ୍ତା ପାର୍ଶ୍ୱରେ ରଖି ଓହ୍ଲାଉଥିବା ସମୟରେ ଉକ୍ତ ରାସ୍ତା ଦେଇ ଯାଉଥିବା ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଏ ନେଇ ବିଲେଇପଦା ଥାନାରେ କେସ୍‌ ନଂ.୨୨୬/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିିଥିବା ଫାଣ୍ଡି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri