ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାମଠଣା ବାଲିଜୋର ଛକରେ ଗୁରୁବାର ବିଳମ୍ବିିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛିି । ମୃତ ଯୁବକ ହେଲେ ଛତିଶଗଡ଼ର ଲାବନ ଗ୍ରାମର ଅଶୋକ କୁମାର ଘ୍ରିତଲହେରୀ (୩୪)।
ସୂଚନାଯୋଗ୍ୟ, ଗତକାଲି ରାତିରେ ଏକ ଗାଡି ଅଶୋକଙ୍କୁ ଧକ୍କା ଦେଇ ଫେରାଇ ହୋଇଯାଇଥିଲା । ଖବର ପାଇ ସଦର ଥାନା ପୋଲିସ ମୃତଦେହ ଉଦ୍ଧାରକରି ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିବା ପରେ ତାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି ବୋଲି ସଦର ଆଇଆଇସି ପ୍ରଦୀପ କୁମାର ଧରୁଆ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରିନି ଧାନକିଣା, କଟକଣା ଆରମ୍ଭ

ବରଗଡ଼ ଅଫିସ୍‌,୧୭।୬:  ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା...

ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର,୨୬।୧୦(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମଙ୍ଗଳବାର ଭାଜପା ପକ୍ଷରୁ ୧୨ ଘଣ୍ଟିଆ...

ନୃଶଂସ ପୁଅଙ୍କ ଅମାନବୀୟ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟି ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ପାଟଣାଗଡ଼, ୬।୭ (ଡି.ଏନ୍‌.ଏ.): ସାମାନ୍ୟ ବଚସାକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ମାଡ଼ମାରିବା ପରେ ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ ପୁଅ। ଏଭଳି ଏକ ସ୍ପର୍ଶକାତର ଘଟଣା...

ହୀରାକୁଦରେ ୩୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ଅପରାହ୍ନରେ ହୀରାକୁଦ ଡ୍ୟାମ ଆଉ ଦୁଇଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୦ ଗେଟ୍‌...

ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୨ା୫: ବରଗଡ଼ ସହରର ୧ନଂ ଓ୍ବାର୍ଡର ନଦୀପଡ଼ାରେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ...

୧୭ ବଛର ହେଲା ଅଜନା ରୋଗ୍‌ରେ ପୀଡ଼ିତ ଅଷ୍ଟମୀ: ଅଭାବ ଅନାଟନରେ ଚେରମୂଲି ସାହାଭରସା

କୋକସରା, ୧୫ା୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କୁସୁମଖୁଣ୍ଟି ଗାଁର ଚନ୍ଦ୍ରଶେଖର ମାଝିକଁର ମାଏକିନା ଅଷ୍ଟମୀ ମାଝି(୪୫)। ସେ ଅନେକ ବଛର ହେଲା...

ଧରିତ୍ରୀ ପ୍ରଭାବ: ଯୋରାଡବରାଠାରେ ବିଦ୍ୟୁତ୍‌ ସଂଯୋଗ କାମ ଆରମ୍ଭ

କର୍ଲାମୁଣ୍ଡା,୧୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରାବସ୍ତିଠାତେ ଗତ ଜୁନ ୧୫ ତାରିଖରେ ହୋଇଥିବା ଝଡତୋଫାନ ଯୋଗୁ ଟ୍ରାନ୍ସଫର୍ମର ପଡିଯାଇଥିଲା। ଦୀର୍ଘ ୨୮ ଦିନ ବିତିଥିଲେ...

କୃଷିବୀମାରେ ଅନିୟମିତତା, ଆନ୍ଦୋଳନ ପାଇଁ ସଜବାଜ

ପଦ୍ମପୁର, ୨୮।୭ (ଡି.ଏନ.ଏ):ପଦ୍ମପୁର ଅଞ୍ଚଳର ଚାଷୀମାନଙ୍କୁ ବୀମା କମ୍ପାନୀ ଚଞ୍ଚକତା କରିଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏ ସମ୍ପର୍କରେ ପ୍ରଶାସନକୁ ବହୁବାର ଜଣାଇଥିଲେ...

Advertisement
Archives

Model This Week