ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ପରିଚୟ ଅସ୍ପଷ୍ଟ

କେନ୍ଦୁଝର, ୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଳୁଘାଟି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜନୈକ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ଜଣାପଡ଼ି ନାହିଁ। ଯୁବକଜଣଙ୍କ ସୋମବାର ବିଳମ୍ବିତ ରାତିରେ ହରିଚନ୍ଦନପୁରରୁ ଭଗାମୁଣ୍ଡା ଅଭିମୁଖେ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି...

ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri