ଅଜଣା ବୃଦ୍ଧଙ୍କ ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବୌଦ୍ଧ, ୩୦ା୩ (ସ୍ବପ୍ର): ବୌଦ୍ଧ ବୁଟୁପାଲିର ଗଙ୍ଗାଧର ସ୍ବେଚ୍ଛାସେବୀ ସମିତି ରବିବାର ଜଣେ ବୃଦ୍ଧଙ୍କ ଶବ ସତ୍କାର କରଛି। ବୌଦ୍ଧ ଆଦର୍ଶ ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ ନାରାୟଣପୁର ସ୍ବଧାର ଗୃହରେ ରହୁଥିବା ଜଣେ ବୃଦ୍ଧଙ୍କ ରବିବାର ମୃତ୍ୟ ଘଟିଥିବା ନେଇ ଗଙ୍ଗାଧର ସ୍ବେଚ୍ଛାସେବୀ ସମିତି ଜାଣିବାକୁ ପାଇଥିଲା। ଖବର ପାଇ ସମିତି ସଦସ୍ୟମାନେ ସେଠାରେ ପହଞ୍ଚି ବୃଦ୍ଧଙ୍କ ମୃତଦେହକୁ ଆମ୍ବଲାନ୍ସ ଯୋଗେ ରାଜଘାଟକୁ ନେଇ ବିଧି ମୁତାବକ ସତ୍କାର କରିଥିଲେ। ସତ୍କାର କାର୍ଯ୍ୟରେ ସମିତିର ରମେଶ ପ୍ରସାଦ ମେହେର, ପ୍ରଦୀପ ଯୋଷୀ, ରାମଚନ୍ଦ୍ର ମେହେର, କ୍ଷୀରୋଦ ମେହେର, କ୍ରିଷ୍ଣା ମେହେର, ବିକାଶ ମେହେର, ଇନ୍ଦ୍ରମଣି ମେହେର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri