ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କୋରାପୁଟ,୨୫।୧୧(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ଅନ୍ତର୍ଗତ କେଚଲା ନଦୀ ପାର୍ଶ୍ୱରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ବୟସ ୩୦ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ସେ ଏକ ଲୁଙ୍ଗି ପିନ୍ଧିଥିବା ଦେଖାଯାଇଛି। ତେବେ ଏଠାରେ ଏହି ବ୍ୟକ୍ତି ଜଣଙ୍କର କିପରି ମୃତ୍ୟୁ ହେଲା ସେନେଇ କୋରାପୁଟ ଟାଉନ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଥିବା ଟାଉନ ଥାନାଧିକାରୀ ପୀତବାସ ଧାରୁଆ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri