ଅଜବ ଢଙ୍ଗରେ ଗର୍ଲଫ୍ରେଣ୍ଡ୍‌କୁ ପ୍ରପୋଜ କଲେ ଏହି ଯୁବକ

ନିଆରା ଢଙ୍ଗରେ ପ୍ରେମିକମାନେ ନିଜ ପ୍ରେମିକାଙ୍କୁ ପ୍ରପୋଜ୍‌ କରିଥିବାର ଦେଖିଥିବେ, କିନ୍ତୁ ଇଂଲଣ୍ଡର ଜଣେ ଯୁବକ ଛାତିରେ ଟାଟୁ କରି ନିଜ ଗର୍ଲଫ୍ରେଣ୍ଡକୁ ପ୍ରମୋଜ୍‌ କରିଛନ୍ତି। ଯୁବକ ଜଣଙ୍କ ଛାତିରେ ତୁମେ ମୋତେ ବିବାହ କରିବ କି? ହଁ କି ନାଁ ବୋଲି ଲେଖିଥିଲେ ଛାଡିଦେଇଥିଲେ। ତାଙ୍କ ପ୍ରେମିକା ପ୍ରଥମେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପରେ ସେ ବିବାହ ପାଇଁ ହଁ ମାରିବା ପରେ ଉକ୍ତ ଯୁବକ ଜଣଙ୍କ ଶେଷରେ ନିଜ ଟାଟୁ ପୂରା କରିଥିଲେ। ଗଡ୍ସ ଅଫ୍‌ ଇଙ୍କ୍‌ ଟାଟୁ ଷ୍ଟୁଡିଓର କର୍ମଚାରୀମାନେ ଯୁବକଙ୍କ ଏଭଳି ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏଭଳି ପ୍ରପୋଜ ଆଗରୁ ଦେଖି ନ ଥିବା ସେମାନେ ମତ ଦେଇଛନ୍ତି। ନିଜ ପ୍ରେମିକାଙ୍କୁ ଖୁସି କରିବା ପାଇଁ ଏଭଳି ଟାଟୁ କରିଥିବା ଯୁବକ ଜଣଙ୍କ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ କୁହେ ସଭ୍ୟତା କଥା

ମଣିଷ ସଭ୍ୟତାଗୁଡ଼ିକ ପ୍ରାୟତଃ ନଦୀକୂଳରେ ଗଢ଼ି ଉଠିଥିଲା। ସଭ୍ୟତାର କ୍ରମବିକାଶ ସମ୍ପର୍କରେ ନଦୀ ମୂକସାକ୍ଷୀ ପାଲଟିଛି। ନଦୀର ଗୁରୁତ୍ୱକୁ ଉପଲବ୍ଧି କରି ପ୍ରତିବର୍ଷ ମାର୍ଚ୍ଚ ୧୪ରେ...

୧୩ରେ ଇସ୍ତଫା, ୨୦ରେ ମତଦାନ

କଲେମ୍ବୋ,୧୧।୭: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ମଧ୍ୟରେ ଦେଶର ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କ ବିରୋଧରେ ବ୍ୟାପକ ବିରୋଧ ପ୍ରଦର୍ଶନ ଜାରି ରହିଛି। ଇତିମଧ୍ୟରେ ଗୋଟବାୟା ସୋମବାର ନିଜ...

ପୂର୍ବ ଭୂମଧ୍ୟ ସାଗରରେ ଥିବା ଗ୍ୟାସ ଭଣ୍ଡାର ଉପରେ ୟୁରୋପର ନଜର…

କ୍ୱିଭ୍‌, ୨୯।୮ : ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ୟୁରୋପରେ ଶକ୍ତି ସଙ୍କଟ ସୃଷ୍ଟି କରିଛି। ଏହି ଯୁଦ୍ଧ ୟୁରୋପରେ ପ୍ରାକୃତିକ ଗ୍ୟାସ ମୂଲ୍ୟରେ ଏକ ବଡ...

ଜାଣନ୍ତି କି ପାଣିରେ ଅଧିକ ସମୟ ରହିଲେ ତ୍ୱଚା କାହିଁକି ଲୋଚା ହୋଇଯାଏ

ସାଧାରଣତଃ ଆମେ ସମସ୍ତେ ଜାଣିଛେ ଯେ, ଦୀର୍ଘ ସମୟ ଧରି ପାଣିରେ ରହିବା ହେତୁ ହାତ ଏବଂ ପାଦର ଚର୍ମ ଲୋଚା ହୋଇଯାଏ। କିନ୍ତୁ ଆପଣଙ୍କ...

ଡରିଗଲେ ବଣର ରାଜା, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଘରୋଇ ଉପାୟରେ ଦୂରାନ୍ତୁ ମଶା

ପ୍ରବଳ ଗରମ ସାଙ୍ଗକୁ ମଶାଙ୍କ ଦୌରାତ୍ମ୍ୟ ଭାରି କଷ୍ଟ ଦେଇଥାଏ। ତେବେ ମଶା କାମୁଡ଼ାରୁ ବର୍ତ୍ତିବା ପାଇଁ ଚାହୁଁଥିଲେ ଜାଣି ରଖନ୍ତୁ କିଛି ଘରୋଇ ଉପାୟ…...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ୨୩ ମାମଲା ଦାଏର କଲା ପାକିସ୍ତାନ

ଇସଲାମାବାଦ୍‌,୪।୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଜମାତ୍‌-ଉଦ୍‌-ଦାଓ୍ବା ମୁଖ୍ୟ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ପାକିସ୍ତାନ ସରକାର ୨୩ଟି ମାମଲା ଦାଏର କରିଛନ୍ତି। ଏସବୁ...

ଭାରତକୁ ରାଫାଲ ଆସିବା ପରେ କ୍ରୋଧରେ ଜର୍ଜରିତ ପାକିସ୍ତାନ, ଓଗାଳୁଛି ବିଷ

ଲାହୋର,୧ା୮: ଫ୍ରାନ୍ସରୁ ରାଫାଲ ଆସିବା ପରେ ଭାରତୀୟ ବାୟୁସେନାର ୍‌ଶକ୍ତି ବହୁଗୁଣ ବଢ଼ିଯାଇଛି। ଫଳରେ ପଡ଼ୋଶୀ ଦେଶ ଚାଇନା ଏବଂ ପାକିସ୍ତାନ କ୍ରୋଧିତ ହୋଇଉଠିଛନ୍ତି। ପ୍ରଥମେ...

Advertisement
Archives

Model This Week