Posted inଫୁରସତ

ଅଜବ ମ୍ୟୁଜିୟମ୍‌ : ସଂରକ୍ଷିତ ରହିଛି ୪ ହଜାର ବାସନ

ଯଦି କେବେ ମ୍ୟୁଜିୟମ ଯାଇଥିବେ ତେବେ ନିଶ୍ଚିତ ଇତିହାସ ସହିତ ଜଡ଼ିତ କିଛି ସାମଗ୍ରୀ, ବିଲୁପ୍ତ ପଶୁପକ୍ଷୀଙ୍କ କଙ୍କାଳ, ମହାପୁରୁଷମାନେ ବ୍ୟବହାର କରୁଥିବା ଜିନିଷ ଦେଖିଥିବେ। ମାତ୍ର ଭାରତରେ ଏମିତି ମ୍ୟୁଜିୟମ ଅଛି, ଯେଉଁଠି ଅଜବ ସାମଗ୍ରୀ ରଖାଯାଇଛି; ଯାହା ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଗୁଜୁରାଟର ଅହମ୍ମଦାବାଦରେ ଏପରି ଏକ ମ୍ୟୁଜିୟମ ଅଛି, ଯେଉଁଠି କେବଳ ବାସନକୁସନ ସଂରକ୍ଷିତ ରଖାଯାଇଛି। ଏଠାରେ ୪ ହଜାରରୁ ଅଧିକ ବାସନ ରହିଛି। ଯାହା ହଜାରେ ବର୍ଷ ତଳର ପୁରୁଣା। ଏହି ମ୍ୟୁଜିୟମ୍‌ରେ ପ୍ରତ୍ୟେକ ଧାତୁରେ ନିର୍ମିତ ବାସନ ରହିଛି। ଏହା ଭାରତୀୟ ସଂସ୍କୃତି କଳାର ମ୍ୟୁଜିୟମ୍‌।

ସେହିପରି ଆଉ ଏକ ଅଜବ ମ୍ୟୁଜିୟମ୍‌ ରହିଛି ଦିଲ୍ଲୀରେ। ଯାହାର ନାଁ ଇଣ୍ଟର୍‌ନ୍ୟାଶନାଲ ଶୌଚାଳୟ ମ୍ୟୁଜିୟମ୍‌। ଏଠାରେ ବିଭିନ୍ନ ପ୍ରକାର ଶୌଚାଳୟ ସାମଗ୍ରୀ ରଖାଯାଇଛି। ଏହି ମ୍ୟୁଜିୟମ୍‌ରେ ୨୫୦୦ ଖ୍ରୀଷ୍ଟପୂର୍ବ ରୋମ୍‌ ସାମ୍ରାଜ୍ୟ ଦ୍ୱାରା ବ୍ୟବହାର କରାଯାଉଥିବା ସୁନା ଏବଂ ରୁପାରେ ତିଆରି ଶୌଚାଳୟ ସାମଗ୍ରୀ ସଂରକ୍ଷିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କପେ କଫିର ଜଳବାୟୁ ପରିବର୍ତ୍ତନରେ ମଧ୍ୟ ରହିଛି ଭୂମିକା !…

କ୍ୟୁବେକ ସିଟି,୯।୧ : ପ୍ରାୟ ୩୦ ବର୍ଷ ଧରି କଫିର ବ୍ୟବହାର ବିଶ୍ୱସ୍ତରରେ କ୍ରମାଗତ ଭାବରେ ବୃଦ୍ଧି ପାଉଛି । ଦୈନିକ ମୁଣ୍ଡପିଛା ହାରାହାରି ୨.୭କପ...

ଚୋରି ଜିନିଷ ହେଲା ଭାରି, ପୋଲିସକୁ ନିଜେ ଡାକିଲେ ଚୋର

ଆପଣ ନିଶ୍ଚିତ ଚୋରି ସମ୍ପର୍କିତ ଅନେକ ଘଟଣା ଶୁଣିଥିବେ। ଯେଉଁଥିରେ ବେଳେବେଳେ ଅତ୍ୟନ୍ତ ଭୟଙ୍କର କିମ୍ବା ମଜାଳିଆ ଘଟଣା ଘଟିଥାଏ। କେଉଁଠି ଚୋର ଚୋରି କରିବାକୁ...

ତରଭୁଜର ଦାମ ୪ ଲକ୍ଷ!

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। ଆମ ଦେଶରେ ଏହାର ଭଲ ଉତ୍ପାଦନ ବି ହୋଇଥାଏ। ତେଣୁ କମ୍‌ ମୂଲ୍ୟରେ ବି ଏହା...

ମାତ୍ର ୫୦ ଟଙ୍କାରେ କିଡ଼ନୀ ରୋଗୀଙ୍କ ଡାଏଲିସିିସ୍‌ କରୁଛନ୍ତି ଏହି ଡାକ୍ତର

କରୋନା ଯୋଗୁ ଅନ୍ୟାନ୍ୟ ସାଂଘାତିକ ରୋଗରେ ପୀଡିତ ରୋଗୀଙ୍କୁ ଚିକିତ୍ସାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହି ସମୟରେ କୋଲକାତାର ଜଣେ ଡାକ୍ତର ମାତ୍ର ୫୦...

୧୫ସ୍ତ୍ରୀଙ୍କ ୧୦୭ ସନ୍ତାନ

ନାଇରୋବି,୮।୯: ବିଶ୍ୱର ପଡ଼ ପରିବାର। ଜଣେ ବକ୍ତିଙ୍କ ୧୫ସ୍ତ୍ରୀଙ୍କ ୧୦୭ ସନ୍ତାନ। ୬୧ବର୍ଷୀୟ ଡେଭିଡ ସକାୟୋ କାଲୁହାନା ନାମକ ଜଣେ ବ୍ୟକ୍ତି ସମସ୍ତ ସ୍ତ୍ରୀଙ୍କ ସହିତ...

ଘଡ଼ି ଭାଙ୍ଗି ଟଙ୍କା ଦାନକଲେ ଭାଇଭଉଣୀ

ଜୟପୁର: ଘଡ଼ିରେ ଟଙ୍କା ସଞ୍ଚୟ କରିବା ପିଲାମାନଙ୍କ ଏକ ସଉକ ହୋଇଥାଏ। ଏହି ସଞ୍ଚୟ ଅର୍ଥକୁ ନେଇ ସେମାନେ କେତେ କ’ଣ ସ୍ବପ୍ନ ଦେଖିଥାନ୍ତି। କିନ୍ତୁ...

ଏମିତି ବି ଥାନ୍ତି ଲୋକ: ଢୁ ଢୁ ବର୍ଷାରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ନଦୀ ନ ଥିବା ଦେଶ

ପ୍ରାୟ ସବୁ ଦେଶରେ ନଦୀ କିମ୍ବା ଝରଣା ରହିଥିବା ଜାଣିଥିବେ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସ୍ଥାୟୀ ନଦୀ କିମ୍ବା ଝରଣାଟିଏ...

Advertisement
Archives

Model This Week