Posted inଫୁରସତ

ଅଜବ ମ୍ୟୁଜିୟମ୍‌ : ସଂରକ୍ଷିତ ରହିଛି ୪ ହଜାର ବାସନ

ଯଦି କେବେ ମ୍ୟୁଜିୟମ ଯାଇଥିବେ ତେବେ ନିଶ୍ଚିତ ଇତିହାସ ସହିତ ଜଡ଼ିତ କିଛି ସାମଗ୍ରୀ, ବିଲୁପ୍ତ ପଶୁପକ୍ଷୀଙ୍କ କଙ୍କାଳ, ମହାପୁରୁଷମାନେ ବ୍ୟବହାର କରୁଥିବା ଜିନିଷ ଦେଖିଥିବେ। ମାତ୍ର ଭାରତରେ ଏମିତି ମ୍ୟୁଜିୟମ ଅଛି, ଯେଉଁଠି ଅଜବ ସାମଗ୍ରୀ ରଖାଯାଇଛି; ଯାହା ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଗୁଜୁରାଟର ଅହମ୍ମଦାବାଦରେ ଏପରି ଏକ ମ୍ୟୁଜିୟମ ଅଛି, ଯେଉଁଠି କେବଳ ବାସନକୁସନ ସଂରକ୍ଷିତ ରଖାଯାଇଛି। ଏଠାରେ ୪ ହଜାରରୁ ଅଧିକ ବାସନ ରହିଛି। ଯାହା ହଜାରେ ବର୍ଷ ତଳର ପୁରୁଣା। ଏହି ମ୍ୟୁଜିୟମ୍‌ରେ ପ୍ରତ୍ୟେକ ଧାତୁରେ ନିର୍ମିତ ବାସନ ରହିଛି। ଏହା ଭାରତୀୟ ସଂସ୍କୃତି କଳାର ମ୍ୟୁଜିୟମ୍‌।

ସେହିପରି ଆଉ ଏକ ଅଜବ ମ୍ୟୁଜିୟମ୍‌ ରହିଛି ଦିଲ୍ଲୀରେ। ଯାହାର ନାଁ ଇଣ୍ଟର୍‌ନ୍ୟାଶନାଲ ଶୌଚାଳୟ ମ୍ୟୁଜିୟମ୍‌। ଏଠାରେ ବିଭିନ୍ନ ପ୍ରକାର ଶୌଚାଳୟ ସାମଗ୍ରୀ ରଖାଯାଇଛି। ଏହି ମ୍ୟୁଜିୟମ୍‌ରେ ୨୫୦୦ ଖ୍ରୀଷ୍ଟପୂର୍ବ ରୋମ୍‌ ସାମ୍ରାଜ୍ୟ ଦ୍ୱାରା ବ୍ୟବହାର କରାଯାଉଥିବା ସୁନା ଏବଂ ରୁପାରେ ତିଆରି ଶୌଚାଳୟ ସାମଗ୍ରୀ ସଂରକ୍ଷିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଶାନ୍ତନୁ ନାଇଡୁ? ମାତ୍ର ୩୧ ବର୍ଷରେ ପାଲଟିଥିଲେ ରତନ ଟାଟାଙ୍କ ବନ୍ଧୁ, ଅନ୍ତିମ ଯାତ୍ରାରେ ଆଗରେ ରହି ଦେଲେ ବିଦାୟ…

ନୂଆଦିଲ୍ଲୀ,୧୧।୧୦: ପ୍ରତ୍ୟେକଙ୍କ ଜୀବନରେ ଏକ ଅଦେଖା ଖାଲିପଣ ଥାଏ, ଯାହାକୁ ବନ୍ଧୁଟିଏ ପୂର୍ଣ୍ଣ କରିଥାଏ। ସେଥିଲାଗି କୁହାଯାଏ ବନ୍ଧୁ ହେବା ପାଇଁ କୌଣସି ବୟସ ନ...

ପ୍ଲେଜର ମ୍ୟାରେଜ କ’ଣ, ମୁସଲିମ ଦେଶରେ କାହିଁକି ବଢୁଛି ଏହାର ଚଳଣି?

ଜାକର୍ତ୍ତା: ଇଣ୍ଡୋନେସିଆ ହେଉଛି ଦକ୍ଷିଣ ପୂର୍ବ ଏସିଆରେ ଅବସ୍ଥିତ ଏକ ମୁସଲମାନ ବହୁଳ ଦେଶ। ଏବେ ଏଠାରେ ଏକ ସ୍ବତନ୍ତ୍ର ବିବାହକୁ ନେଇ ଆଲୋଚନା ହେଉଛି।...

ସ୍କୁଲରେ ଅଜବ ନିୟମ: ୱାଶ୍‌ରୁମ୍‌ ନ ଗଲେ ଏକ୍ସଟ୍ରା ମାର୍କ

ୱାଶିଂଟନ୍‌:ତେବେ ପିଲାଙ୍କ ପରୀକ୍ଷାକୁ ନେଇ ଆମେରିକାର କାଲିଫର୍ନିଆର ଏକ ବିଦ୍ୟାଳୟରୁ ଗୋଟିଏ ଆଶ୍ଚର୍ଯକର ଘଟଣା ସାମ୍‌ନାକୁ ଆସିଛି। ଏହି ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀଙ୍କ ଏକ ଅଜବ...

ବିଶ୍ବର ସବୁଠୁ ଧନୀ ପରିବାର: ୪୦୦୦ କୋଟିର ଘର, କାର୍‌ ସଂଖ୍ୟା ଜାରିଲେ ଉଡିଯିବ ହୋଶ୍‌

ଆବୁଧାବି:ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ସ୍ଥିତ ଆବୁଧାବିର ଅଲ୍‌ ନାହୟାନ ରାଜ ପରିବାର ହେଉଛି ବିଶ୍ବର ସବୁଠାରୁ ଧନୀ ପରିବାର। ଏହି ପରିବାରର ସମୁଦାୟ ସମ୍ପତ୍ତିର ମୂଲ୍ୟ...

ଟ୍ରକ୍‌ ପଛରେ କାହିଁକି ଲେଖାଯାଇଥାଏ ‘OK TATA’, ଏହାର ଅର୍ଥ କ’ଣ? ରତନ ଟାଟାଙ୍କ ସହ ସମ୍ପର୍କ କ’ଣ…

ନୂଆଦିଲ୍ଲୀ,୧୦।୧୦: ଯାତ୍ରା ସମୟରେ ଆପଣ ଟ୍ରକ୍‌ ପଛରେ କବିତା ସହ ଦୁଇଟି ଶବ୍ଦ ଲେଖାଯାଇଥିବା ଦେଖିଥାଇପାରନ୍ତି। ତାହା ହେଲା-OK TATA। ଏହି ଶବ୍ଦ ଟ୍ରକ୍‌ର ନେମ୍‌ପ୍ଲେଟ୍‌ର...

‘ହ୍ବାଟ୍ସଆପ୍‌’ରେ ନିଜର ସିକ୍ରେଟ୍‌ ଚାଟ୍‌କୁ ଏଭଳି ଲୁଚାନ୍ତୁ, GF ବି ପାରିବେନି ଜାଣି…

ନୂଆଦିଲ୍ଲୀ,୧୦।୧୦: ସୋସିଆଲ ମିଡିଆ ପ୍ଲାଟଫର୍ମ ‘ହ୍ବାଟ୍ସଅପ୍‌’ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପିଲାଠାରୁ ଆରମ୍ଭ କରି ବୁଢ଼ାବୁଢ଼ୀ ପର୍ଯ୍ୟନ୍ତ ସମସ୍ତେ ନିଜର ଆକାଉଣ୍ଟ...

ଭାରତର ଉଦ୍ୟୋଗୀ ମନୋଭାବର ଏକ ଉଜ୍ଜ୍ୱଳ ଆଲୋକ ଥିଲେ ରତନ ଟାଟା, ନବୀନ କହିଲେ ସମଗ୍ର ବିଶ୍ୱରେ…

ଭୁବନେଶ୍ୱର,୧୦ା୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri