Posted inଫୁରସତ

ଅଜବ ସିରିଏଲ କିଲର୍‌: ଯିଏ ମଣିଷ ନୁହେଁ, ବିଲେଇକୁ କରନ୍ତି ଟାର୍ଗେଟ

ମଣିଷକୁ ମାରୁଥିବା ସିରିଏଲ କିଲର ବିଷୟରେ ତ ଆପଣ ଶୁଣିଥିବେ, କିନ୍ତୁ ବ୍ରିଟେନରେ ଜଣେ ସିରିଏଲ କିଲର୍‌ ଯିଏ ମଣିଷ ନୁହେଁ, ବିଲେଇକୁ ନିଜର ଟାର୍ଗେଟ କରନ୍ତି। ୨୦୧୪ରେ ଦକ୍ଷିଣ ଲଣ୍ଡନର କ୍ରାଏଡନ୍‌ ସହରରେ ବିଲେଇ ହତ୍ୟା ଖବର ପ୍ରଥମେ ସାମ୍ନାକୁ ଆସିଥିଲା। ଏହାପରେ ସହରର ଅନ୍ୟ ସ୍ଥାନରେ ମଧ୍ୟ ବିଲେଇ ହତ୍ୟା ଖବର ଆସିବା ପରେ ଏହାକୁ ନେଇ ସ୍ଥାନୀୟ ପ୍ରଶାସନର ଚିନ୍ତା ବଢିଥିଲା। କିଏ ସେ ବିଲେଇକୁ ମାରୁଛି ବୋଲି ତଦନ୍ତ ଆରମ୍ଭ ହୋଇଥିଲା। ୨୦୧୫ରେ ଏଭଳି କିଲରକୁ ଖୋଜିବା ପାଇଁ ପୋଲିସ ପକ୍ଷରୁ ଏକ ଟିମ୍‌ ଗଠନ କରାଯାଇଥିଲା। ଯାହାର ନାମ ‘ତାକାହେ’ ରଖାଯାଇଥିଲା। ଏହି ଟିମ୍‌ କିଲରକୁ ଖୋଜିବାରେ ୭୫୦୦ ପାଉଣ୍ଡ ଖର୍ଚ୍ଚ କରିଥିଲେ ମଧ୍ୟ ତା‘ର କୌଣସି ସନ୍ଧାନ ମିଳି ନ ଥିଲା। ପରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ବିଲେଇ ହତ୍ୟାକାରୀ ଭାବେ ଧରି ଥାନାକୁ ଅଣାଯାଇଥିଲା। କିନ୍ତୁ ପ୍ରମାଣ ଅଭାବରୁ ତାଙ୍କୁ ପୋଲିସ ଛାଡିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣା, ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ

ଢାକା,୧।୧: ବାଂଲାଦେଶରେ ଅଶାନ୍ତି ଜାରି ରହିଛି। ବୁଧବାର, ଏକ ଜନଗହଳି ଆଉ ଜଣେ ହିନ୍ଦୁ ବ୍ୟକ୍ତି ଖୋକନ ଦାସଙ୍କୁ ଆକ୍ରମଣ କରି ଆହତ କରିଥିଲା ଏବଂ...

ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି...

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri