Posted inଜାତୀୟ

ଅଜିତ୍‌ ପାଓ୍ବାର ହେବେ ଉପମୁଖ୍ୟମନ୍ତ୍ରୀ: ଡିସେମ୍ବର ୧୬ରୁ ଶୀତ ଅଧିବେଶନ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଶାସନ ଆରମ୍ଭ ହୋଇଛି। ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଖୁବ୍‌ ଶୀଘ୍ର ଅଜିତ୍‌ ପାଓ୍ବାର ଶପଥ ନେବାର ଚର୍ଚ୍ଚା ହେଉଛି। ସେହିପରି ନୂଆ ସରକାରଙ୍କୁ ନେଇ ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ୧୬ରୁ ଆରମ୍ଭ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁସ୍‌ଫୁସ୍‌ରେ ରକ୍ତ ଜମାଟ ମୃତ୍ୟୁର ପ୍ରମୁଖ କାରଣ

ନୂଆଦିଲ୍ଲୀ, ୨୬ା୫: ବିଭିନ୍ନ ଦେଶରେ କୋଭିଡ୍‌-୧୯ ସଂକ୍ରମଣଜନିତ ବହୁ ସଂଖ୍ୟାରେ ମୃତ୍ୟୁ ଏହାର ଭୟାବହତାକୁ ଦର୍ଶାଉଛି। ଏଥିରେ ସଂକ୍ରମିତଙ୍କ ମୃତ୍ୟୁ ସାଧାରଣତଃ ଶ୍ୱାସକ୍ରିୟାରେ ବିଫଳତା ଯୋଗୁ...

ଦୁଇ ଚକିଆ ଯାନରେ ଯାଉଥିବା ୪ ବର୍ଷର ପିଲା ବି ହେଲମେଟ୍‌ ପିନ୍ଧିବାକୁ ବାଧ୍ୟ

ଲକ୍ଷ୍ନୌ,୧।୧୧: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଶୁକ୍ରବାରଠାରୁ ଉତ୍ତର ପ୍ରଦେଶରେ ଏହାକୁ ଆହୁରି କଡାକଡି କରାଯାଇଛି। ସେଠାରେ ଏବେ ୨ ଚକିଆ ଯାନରେ ଯାଇଥିବା...

୨୪ ଘଣ୍ଟାରେ ୧,୦୭୪ ସୁସ୍ଥ

ନୂଆଦିଲ୍ଲୀ, ୫ା୫: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଭାରତରେ ବଢ଼ିବା ସହ ପରିସ୍ଥିତିକୁ ଗୋଳମାଳିଆ କରିପକାଇଛି। ଏହା ଭିତରେ ଏକ ଖୁସିଖବର ମଧ୍ୟ ସାମ୍ନାକୁ ଆସିଛି। ତାହାହେଲା...

ସୁପ୍ରିମକୋର୍ଟ ଗଲେ ଶିବସେନା-ଏନ୍‌ସିପି-କଂଗ୍ରେସ

ନୂଆଦିଲ୍ଲୀ,୨୪ା୧୧: ଦେବେନ୍ଦ୍ର ଫଡ୍‌ନବିସଙ୍କ ନେତୃତ୍ୱରେ ସଂଖ୍ୟାଲଘୁ ଭାଜପା ସରକାର ଗଢ଼ିବାରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କ ମନମାନିକୁ ଚ୍ୟାଲେଞ୍ଜ କରି ଶନିବାର ସନ୍ଧ୍ୟାରେ ଶିବସେନା, ଏନ୍‌ସିପି...

ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ...

ପଞ୍ଜାବ ସରକାରଙ୍କ ଚିନ୍ତା ବଢ଼ାଇଲେ ୯୦ହଜାର ବିଦେଶ ଫେରନ୍ତା

ଚଣ୍ଡିଗଡ଼,୨୪।୩: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବାକୁ ସାରା ଦେଶ ବିଭିନ୍ନ ଉପାୟରେ ଉଦ୍ୟମ ଚଳାଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ ସମସ୍ତ ରାଜ୍ୟଗୁଡ଼ିକରେ ଲକ୍‌ଡାଉନ୍‌ ବ୍ୟବସ୍ଥା କରାଯାଇଛି।...

ସୀମାରେ ଚାଇନା ନିର୍ମାଣ କଲାଣି ୬୮୦ ଗ୍ରାମ

ଗାନ୍ଧୀନଗର, ୨୬।୯: ଭାରତ ସୀମାରେ ଚାଇନା ୬୮୦ଟି ସମୃଦ୍ଧ ଓ ଅତ୍ୟାଧୁନିକ ଗ୍ରାମ ନିର୍ମାଣ କରିଛି, ଯାହାକୁ ନେଇ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ବେଜିଂର...

ଏୟାରପୋର୍ଟ ତଳେ ଅତ୍ୟାଧୁନିକ ନିର୍ମାଣ

ନୂଆଦିଲ୍ଳୀ, ୩ା୮: ଜିନଜିଆଙ୍ଗ ପ୍ରାନ୍ତ ନିକଟ ତାଶକୁରଗାନ୍‌ଠାରେ ଚାଇନା ନିର୍ମାଣ କରୁଥିବା ବିମାନବନ୍ଦରକୁ ମଧ୍ୟ ଏସିଆରେ ଆଧିପତ୍ୟ ବିସ୍ତାର ଲକ୍ଷ୍ୟରେ ଅସ୍ତ୍ର ଭାବେ ବ୍ୟବହାର କରିବାକୁ...

Advertisement
Archives

Model This Week