Posted inଖେଳ

ଅଜିତ ଅଗରକରଙ୍କ ଏହି ରେକର୍ଡ ଆଜି ପର୍ଯ୍ୟନ୍ତ କୌଣସି ଭାରତୀୟ ବୋଲର ଭାଙ୍ଗିପାରିନାହାନ୍ତି

ଭାରତୀୟ ଦଳର ପୂର୍ବତନ ବୋଲର୍‌ ଅଜିତ ଅଗରକର ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ମସିହା ଡିସେମ୍ବର ୪ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅଜିତ ଅଗରକର କ୍ରିକେଟରେ ଏଭଳି ଏକ ରେକର୍ଡ ହାସ କରିଥିଲେ ଯାହା କୌଣସି ଭାରତୀୟ ବୋଲର ଏପର୍ଯ୍ୟନ୍ତ ଭାଙ୍ଗିପାରିନାହାଁନ୍ତି। ଭାରତ ପକ୍ଷରୁ ବୋଲିଂ କରିବା ବେଳେ ସବୁଠୁ କମ ମ୍ୟାଚ ଖେଳି ୫୦ ଉଇକେଟ ହାସଲ କରିବାର ରେକର୍ଡ ଅଗରକରଙ୍କ ନାଁରେ ରହିଛି। କେବଳ ଭାରତରେ ନୁହେଁ ବିଶ୍ୱରେ ମଧ୍ୟ ସେ ଏହି ସଫଳତା ହାସଲ କରିବାରେ ସେ ଦ୍ୱିତୀୟ ଖେଳାଳି। ସେ ୨୩ ମ୍ୟାଚରେ ୫୦ ଉଇକେଟ ପୂରଣ କରିଥିଲେ। ଶ୍ରୀଲଙ୍କାର ଅଜନ୍ତା ମେଣ୍ତିସ ଏହି ମାମଲାରେ ଅଗରକରଙ୍କ ଉପରେ ଅଛନ୍ତି। ସେ କେବଳ ୧୯ଟି ମ୍ୟାଚରେ ୫୦ ଉଇକେଟ ହାସଲ କରିଥିଲେ। ବିଶ୍ୱର ଘାତକ ବୋଲର ସେନ ୱାର୍ଣ୍ଣ, ୱାସିମ ଆକ୍ରମ, ୱାକର ୟୁନିସ, ମୁରଲିଧରନଙ୍କ ଭଳି ବୋଲରଙ୍କୁ ପଛରେ ପକାଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ଅଗରକର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋଜର୍ସ କପ୍‌ ଫାଇନାଲରେ ନାଡାଲ

ମଣ୍ଟ୍ରିଲ,୧୧।୮(ଏଏଫ୍‌ପି): ସ୍ପେନ୍‌ ତାରକା ଟେନିସ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟ୍ରିଲ ମାଷ୍ଟର୍ସ ଟେନିସ୍‌ ବା ରୋଜର୍ସ କପ୍‌ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲରେ...

ପାକିସ୍ତାନ ଖେଳୁଥିଲା ମ୍ୟାଚ୍‌, ଷ୍ଟାଡିୟମରେ ପହଞ୍ଚିଲେ କୋହଲିଙ୍କ ପ୍ରଶଂସକ

ଲାହୋର, ୧୦।୧୦:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ସମୟର ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରେ ଅନ୍ୟତମ। ମାତ୍ର ୩୦ ବର୍ଷ ବୟସରେ ସେ...

ନଦିମଙ୍କ ଟେଷ୍ଟ ପଦାର୍ପଣ: ଟସ୍‌ ଜିତି ଭାରତର ବ୍ୟାଟିଂ

ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ...

ଆଗରେ ବିରାଟ ପଛରେ ଅନୁଷ୍କା, ଏମିତି ହୋଟେଲ ଛାଡିଲେ ଭାରତୀୟ ଖେଳାଳି

ଲଣ୍ଡନ, ୧୨।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି...

ବେଲି ଅଷ୍ଟ୍ରେଲିଆ କ୍ରିକେଟ ଚୟନକାର୍ତ୍ତା

ସିଡ୍‌ନୀ,୨୭।୧୧(ଏଏଫ୍‌ପି): ପୂର୍ବତନ ଟି୨୦ ଦଳର ଅଧିନାୟକ ଜର୍ଜ ବେଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଚୟନକର୍ତ୍ତା ପଦରେ ବୁଧବାର ନିଯୁକ୍ତ ହୋଇଛନ୍ତି। ସେ ୩ ଜଣିଆ ଜାତୀୟ...

ୟୁରୋପିଆନ ସୁଇମିଂ ଚାମ୍ପିୟନଶିପ୍‌ ୨୦୨୧କୁ ଘୁଞ୍ଚିଲା

ପ୍ୟାରିସ୍‌,୬।୫(ଏଏଫ୍‌ପି): କରୋନା ଭାଇରସ ମାହାମାରୀ କାରଣରୁ ଆଉ ଏକ ମେଗା ଇଭେଣ୍ଟକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ୨୦୨୧କୁ ୟୁରୋପିଆନ୍‌ ସୁଇମିଂ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇ ଦିଆଯାଇଛି।...

କଡା ସୁରକ୍ଷା ମଧ୍ୟରେ ଓଡ଼ିଶା ଛାଡିଲେ ଭାରତୀୟ ଦଳ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ବିରାଟ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଓଡ଼ିଶା ଛାଡିଛି। କଡା ସୁରକ୍ଷା ମଧ୍ୟରେ ହୋଟେଲ ମେ ଫେୟାରରୁ ଖେଳାଳିଙ୍କୁ...

ଦିନିକିଆ ସିରିଜ ଜିତିଲା ପାକିସ୍ତାନ

କରାଚି,୩।୧୦- ଏଠାରେ ବୁଧବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ୧୦ଟି ବଲ୍‌ ବାକିଥାଇ ୫ ଉଇକେଟରେ ଅତି...

Play 250+ Trending Games
Archives

Model This Week

Why Dharitri