Posted inଜାତୀୟ

ଅଜିତ ପାଓ୍ବାରଙ୍କ ସହ ଯୋଗାଯୋଗରେ ଭାଜପାର ୭ ବିଧାୟକ: ଇସ୍ତଫା ଦେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୧୧।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ହାଇ ଭୋଲଟେଜ୍‌ ଡ୍ରାମା ଲାଗିରହିଛି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ୭ ବିଧାୟକ ଏନ୍‌ସିପି ଯୋଗାଯୋଗରେ ରହିଥିବା କୁହାଯାଉଛି। ଆଉ ଏହି ସମସ୍ତ ବିଧାୟକ ଦଳରୁ ଇସ୍ତାଫା ଦେବେ ବୋଲି ଚର୍ଚ୍ଚା ହେଉଛି। କୁହାଯାଉଛି, ଭାଜପାର ଏହି ୭ ବିଧାୟକ ପୁନେ ଓ ସତାରାର। ବର୍ତ୍ତମାନ ସେମାନେ ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ଯୋଗାଯୋଗରେ ରହିଛନ୍ତି ବୋଲି ଶୁଣିବାକୁ ମିଳିଛି। ଏହା ପୂର୍ବରୁ ହରାଇବା ଡରରେ ଶିବସେନା ସମସ୍ତ ବିଧାୟକଙ୍କୁ ହୋଟେଲକୁ ସ୍ଥାନାନ୍ତର କରିଥିଲା। ସେହିପରି କଂଗ୍ରେସ ମଧ୍ୟ ଜୟପୁରର ଏକ ହୋଟେଲରେ ସମସ୍ତ ବିଧାୟକଙ୍କୁ ରଖିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୫୦ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୧୭।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ନଭେମ୍ବର ୯ରେ ସେ...

ଏସବୁ ୫ ରାଜ୍ୟରେ ଜାରି ରହିଛି କରୋନା ମହାମାରୀ ତାଣ୍ଡବ

ନୂଆଦିଲ୍ଲୀ, ୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୫ଟି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ୧୦ଲକ୍ଷ ଆମ୍ଫୋଟେରିସନ୍‌ ଇଞ୍ଜେକ୍ସନ୍‌ ଯୋଗାଇବ ଆମେରିକାର ଏହି କମ୍ପାନୀ

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବର୍ଦ୍ଧିତ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଏବେ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଦେଶରେ ଏପର୍ଯ୍ୟନ୍ତ ପ୍ରାୟ ୧୧ହଜାରରୁ...

ଅମିତାଭଙ୍କ କଣ୍ଠରେ ଶୁଭୁଥିବା କରୋନା ହ୍ୟାଲୋ ଟ୍ୟୁନକୁ ହଟାଇବାକୁ ଦାବି: ଦିଲ୍ଲୀ ହାଇକୋର୍ଟରେ ମାମଲା

ନୂଆଦିଲ୍ଲୀ,୭ ।୧: ମୋବାଇଲ ଫୋନରେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନଙ୍କ କଣ୍ଠରେ କରୋନା ଭାଇରସ ସଚେତନତା ବାର୍ତ୍ତ ଥିବା ହ୍ୟାଲୋ ଟ୍ୟୁନକୁ ହଟାଇବା ପାଇଁ ଦାବି...

ଭାଜପା ହାତ ଧରିଲେ କିଶୋର ଉପାଧ୍ୟାୟ

ଡେରାଡୁନ,୨୭ ।୧: ଉତ୍ତରାଖଣ୍ଡର ପୂର୍ବତନ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଯୋଗ ଦେଇଛନ୍ତି । ଏହି ସମୟରେ ସେ...

ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଭୋଟରଙ୍କ ଚୌକା-ଛକାରେ ଶତକ ପୂରଣ କଲା ଭାଜପା: ମୋଦି

କୋଲକାତା,୧୨।୪: ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଚଳିତ ବିଧାନସଭା ନିର୍ବାଚନରେ ପରାଜିତ ହେବ। ରାଜ୍ୟର ଭୋଟରଙ୍କ ଚୌକା...

୭ ସନ୍ତାନର ପିତା କରିବାକୁ ଯାଉଥିଲେ ପଞ୍ଚମ ବିବାହ: ଧରାପଡିବା ପରେ…

ଲକ୍ଷ୍ନୌ,୧।୯: ଉତ୍ତର ପ୍ରଦେଶର ସୀତାପୁରରେ ଏକ ରୋଚକ ଘଟଣା ଘଟିଛି। ୭ ସନ୍ତାନର ପିତା ଗୁପ୍ତ ଭାବେ ପଞ୍ଚମ ବିବାହ କରିବାକୁ ଯାଉଥିବାବେଳେ ତାଙ୍କର ପିଲାମାନେ...

Advertisement
Archives

Model This Week