Posted inଜାତୀୟ

ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର:ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୫।୯: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥାବସ୍ଥା ଅଚାନକ ବିଗିଡି ଯାଇଛି। ତାଙ୍କୁ ଗୁରୁଗ୍ରାମର ମେନ୍ଦାତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ମୁତାବକ, ତାଙ୍କୁ ଏବେ ଆଇସିୟୁରେ ରଖାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ଅଜିତ ଯୋଗୀଙ୍କ ଅଚାନକ ସ୍ବାସ୍ଥାବସ୍ଥା ଖରାପ ହୋଇଯାଇଥିଲା। ସେ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତରମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ମାସର ଶିଶୁକୁ ଖୁଆଇଦେଲେ ଚକୋଲେଟ: ହସ୍ପିଟାଲରେ ପହଞ୍ଚିବା ବେଳକୁ ଚାଲିଗଲା ଜୀବନ

ନୂଆଦିଲ୍ଲୀ, ୩୧।୭: ଅଢ଼େଇ ମାସର ଶିଶୁ ତଣ୍ଟିରେ ଚକୋଲେଟ ଲାଖିଯିବାରୁ ତା’ର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନୋଏଡାରେ। ଶିଶୁଟି ଘରେ...

ପୁଡୁଚେରୀ ରାଜ୍ୟପାଳ ପଦରୁ ବିଦାହେଲେ କିରନ ବେଦୀ

ନୂଆଦିଲ୍ଲୀ,୧୬।୨: କିରନ ବେଦୀଙ୍କୁ ପୁଡୁଚେରୀର ଲ୍ୟୁଟନାଣ୍ଟ ଗଭର୍ନର ପଦରୁ ହଟାଇ ଦିଆଯାଇଛି। ଏ ନେଇ ମଙ୍ଗଳବାର ରାତିରେ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି କରାଯାଇଛି ଏକ...

ମମତାଙ୍କ ପିଟିଶନ ଗ୍ରହଣ କଲେ ହାଇକୋର୍ଟ

କୋଲକାତା,୧୫ା୭: ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ କରିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆବେଦନକୁ ବୁଧବାର କାଲକାଟା ହାଇକୋର୍ଟ ଗ୍ରହଣ କରିଛନ୍ତି।...

ଭାରତ-ଆମେରିକା ମିଳିତ ସମରାଭ୍ୟାସ

ନୂଆଦିଲ୍ଲୀ,୨୧।୭: ପୂର୍ବ ଲଦାଖରେ ଚାଇନାର ବିସ୍ତାରବାଦୀ ଆଭିମୁଖ୍ୟ ଓ ସେଠାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତ ପ୍ରସ୍ତୁତିକୁ ଜୋର୍‌ଦାର କରିଛି। ଜୁଲାଇ...

୪୭ କୋଟିର ସୁନା, ରୁପା ଜବତ

ମୁମ୍ବାଇ,୧୫।୯: ମୁମ୍ବାଇର ଏକ ପ୍ରାଇଭେଟ ଲକର୍‌ରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୯୧.୫ କେଜି ସୁନା ଏବଂ ୧୫୨ କେଜି ଓଜନର ରୁପା ଜବତ କରିଛି। ଜବତ...

ଜାନୁୟାରୀ ୧୮ରୁ ରାଜଧାନୀରେ ଖୋଲିବ ସ୍କୁଲ: ଉପସ୍ଥାନ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୧୩।୧: ଜାନୁୟାରୀ ୧୮ଠାରୁ ରାଜଧାନୀ ଦିଲ୍ଲୀରେ ସ୍କୁଲ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର...

ତ୍ରିକୋଣୀୟ ପ୍ରେମର ଦୁଃଖଦ ଅନ୍ତ: ଦୁଇ ଗର୍ଲଫ୍ରେଣ୍ଡଙ୍କୁ ଡାକିଲେ, ଜଣଙ୍କୁ ବଞ୍ଚାଇବା ପାଇଁ…

ବେଙ୍ଗାଲୁରୁ,୩।୨: କର୍ନାଟକରେ ତ୍ରିକୋଣୀୟ ପ୍ରେମର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦକ୍ଷିଣ କନ୍ନଡ ଜିଲାର ସୋମେଶ୍ୱରା ବିଚ୍‌କୁ ଜଣେ ଯୁବକ ତାଙ୍କର ଦୁଇ ଗର୍ଲଫ୍ରେଣ୍ଡଙ୍କୁ...

ଗାଇଡ୍‌ଲାଇନ୍‌ ପାଇଁ ବିମାନବନ୍ଦରରେ ଅସମ୍ଭାଳ ଭିଡ଼

ନୂଆଦିଲ୍ଲୀ, ୬।୧୨: ଦିଲ୍ଲୀ ବିମାନବନ୍ଦର ଟର୍ମିନାଲରେ ଅସମ୍ଭାଳ ଭିଡ଼ ସାଙ୍ଗକୁ ବିଶୃଙ୍ଖଳିତ ସ୍ଥିତିକୁ ନେଇ ଯାତ୍ରୀମାନେ ଆପତ୍ତି ଉଠାଇବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ...

Advertisement
Archives

Model This Week