Posted inଜାତୀୟ

ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର:ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୫।୯: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥାବସ୍ଥା ଅଚାନକ ବିଗିଡି ଯାଇଛି। ତାଙ୍କୁ ଗୁରୁଗ୍ରାମର ମେନ୍ଦାତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ମୁତାବକ, ତାଙ୍କୁ ଏବେ ଆଇସିୟୁରେ ରଖାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ଅଜିତ ଯୋଗୀଙ୍କ ଅଚାନକ ସ୍ବାସ୍ଥାବସ୍ଥା ଖରାପ ହୋଇଯାଇଥିଲା। ସେ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତରମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଚୁମ୍ବନ ଦେବା ଯୌନ ଅପରାଧ ନୁହେଁ’

ପୁଣେ,୧୫।୫: ଏକ ଯୌନ ଉତ୍ପୀଡ଼ନ ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଜଣେ ୧୪ ବର୍ଷର ବାଳକଙ୍କୁ ଯୌନ ନିର୍ଯାତନା...

ନୂଆ ସହଯୋଗୀଙ୍କ ହାତ ଧରିଲା ଭାଜପା

ଗୁଆହାଟୀ, ୧୪।୧୨(ପି.ଟି.): ଆସାମ ବୋଡୋଲ୍ୟାଣ୍ଡ ଟେରିଟୋରିଆଲ୍‌ କାଉନ୍‌ସିଲ୍‌ (ବିଟିସି)କୁ ନିଜ ଅକ୍ତିଆରରେ ରଖିବା ଲାଗି ଭାଜପା ଏହାର ସହଯୋଗୀ ଦଳ ବିପିଏଫ୍‌କୁ ଛାଡ଼ି ଅନ୍ୟ ଏକ...

ଯାତ୍ରୀଙ୍କ ମୃତ୍ୟୁ ପରେ ଫେରିଲା ବିମାନ

ନୂଆଦିଲ୍ଲୀ,୪।୧୨: ଏଆଇ-୧୦୫ ନମ୍ବର ବିମାନଟି ଶନିବାର ଦିଲ୍ଲୀରୁ ନ୍ୟୁୟର୍କ ଯାତ୍ରା କରୁଥିବା ବେଳେ ବିମାନରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଫଳରେ ଯାତ୍ରାର ୩ ଘଣ୍ଟା...

ଅଜିତଙ୍କୁ ମନାଇବାକୁ ପହଞ୍ଚିଲେ ଭୂଜବଳ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରର ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର ଭାଜପା ସହ ମିଶି ସରକାର ଗଢିବା ପରେ ବି ଏପର୍ଯ୍ୟନ୍ତ ତାଙ୍କୁ ମନାଇବାକୁ ଉଦ୍ୟମ ଜାରି ରଖିଛି...

ପ୍ରାର୍ଥୀଙ୍କ ବିଶ୍ୱାସ ଗର୍ଭସ୍ଥ ସନ୍ତାନ ଦେବ ବିଜୟ

ପାଟନା,୧୮ ।୧୦: ବିହାର ବିଧାନସଭା ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ସବୁ ପ୍ରାର୍ଥୀ ବିଜୟ ଲକ୍ଷ୍ୟ ହାସଲରେ ଲାଗି ପଡିଛନ୍ତି । ଏତିକିବେଳେ ଜେଡିୟୁର...

ଡିମ୍ପଲ ଯାଦବ କରୋନା ପଜିଟିଭ

ଲକ୍ଷ୍ନୌ,୨୨ ।୧୨: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଯାଦବ ଓ ତାଙ୍କର ଜଣେ ଝିଅ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି ।...

ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଲା, ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା ସହାୟତା

ମୁମ୍ବାଇ, ୧୭।୭: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡି ୧୪ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ...

ରାଜପଥରେ ଭାରତର ସାମରିକ ଶକ୍ତି ଓ ସାଂସ୍କୃତିକ ବିବିଧତା ଦେଖିଲା ସାରା ପୃଥିବୀ

ନୂଆଦିଲ୍ଲୀ,୨୬।୧: ଦିଲ୍ଲୀର ରାଜପଥରେ ୭୧ ସାଧାରଣତନ୍ତ୍ର ଦିବସ ମହା ଆଡ଼ମ୍ବରରେ ରବିବାର ପାଳିତ ହୋଇଛି। ଏହି ଅବସରରେ ଭାରତର ସାମରିକ ଶକ୍ତି ଏବଂ ସାଂସ୍କୃତିକ ବିବିଧତା...

Advertisement
Archives

Model This Week