ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିରେ ୧୩ ମୃତ

ମିନାଟିଟଲାନ୍‌,୨୧ା୪(ଏଏଫ୍‌ପି): ମେକ୍ସିକୋର ଭେରାକ୍ରୁଜ୍‌ରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିମାଡରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସାଧାରଣ ନିରାପତ୍ତା ସେକ୍ରେଟେରିଏଟ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବନ୍ଧୁକଧାରୀମାନେ ମିନାଟିଟଲାନ୍‌ସ୍ଥିତ ପରିବାର ପୁନର୍ମିଳନ କେନ୍ଦ୍ରକୁ ଆସି ସ୍ଥାନୀୟ ବାର୍‌ର ମାଲିକ ‘ଏଲ୍‌ ବେକି’ଙ୍କୁ ଦେଖିବାକୁ ଚାହିଁଥିଲେ। ଏହାପରେ ସେମାନେ ଆଖିବୁଝା ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ୭ ପୁରୁଷ, ୫ ମହିଳା, ଜଣେ ଶିଶୁ ମୃତ୍ୟୁବରଣ କରିଥିବା ବେଳେ ୪ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୨୩ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ଦୁଇ ନେତା ୟୁକ୍ରେନ୍...

ଆଇଆର୍‌ଆଇଏସ୍‌ ଶୁଭାରମ୍ଭ କଲେ ମୋଦି

ଗ୍ଲାସ୍‌ଗୋ, ୩ା୧୧: ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଛୋଟ ଦ୍ୱୀପପୁଞ୍ଜଗୁଡ଼ିକରେ ଭିତ୍ତିଭୂମି ବିକାଶ ନିମନ୍ତେ ମଙ୍ଗଳବାର ଏକ ଉଚ୍ଚାଭିଳାଷୀ...

ଟ୍ରମ୍ପଙ୍କ ଆୟକରକୁ ନେଇ ଉଠିଲା ବିବାଦ

ୱାଶିଂଟନ,୨୮ ।୯: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ମଧ୍ୟରେ ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ତଥା ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ଦ୍ୱାରା ଭରଣା କରାଯାଇଥିବା ଆୟକରକୁ...

ପୂର୍ବ ବାଗଦାଦରେ ଫୁଟବଲ ଷ୍ଟାଡିୟମ ନିକଟରେ ବିସ୍ଫୋରଣ, ୧୦ ମୃତ, ୨୦ରୁ ଅଧିକ ଆହତ

ବାଗଦାଦ,୩୦ ।୧୦: ଇରାକର ପୂର୍ବ ବାଗଦାଦରେ ହୋଇଥିବା ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ଅତିକମରେ ୨୦ଜଣ ଆହତ ହୋଇଥିବା ସୂଚନା ମିଳିଛି ।...

ସାଧାରଣ ଜନତାଙ୍କଠାରୁ ୧୫ ବର୍ଷ ଅଧିକ ବଞ୍ଚନ୍ତି ରାଜନେତା, ରିପୋର୍ଟ…

ଓ୍ବାଶିଂଟନ, ୭।୭ : ଦୁନିଆର ରାଜନେତାମାନେ କେବଳ ସାଧାରଣ ଲୋକଙ୍କ ଅପେକ୍ଷା ଅଧିକ ରୋଜଗାର କରନ୍ତି ନାହିଁ, ବରଂ ବର୍ତ୍ତମାନ ସେମାନଙ୍କ ଜୀବନ ମଧ୍ୟ ଜନସାଧାରଣଙ୍କ...

ଆଇଫୋନ୍‌ ଆପ୍ପଲକୁ ସେଓ ବୁଝି ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ପାକିସ୍ତାନି ଉପସ୍ଥାପିକା

ଇସ୍‌ଲାମାବାଦ,୮।୭: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ପାକିସ୍ତାନି ଉପସ୍ଥାପିକା ଟେଲିଭିଜନରେ ଚାଲୁଥିବା ଚର୍ଚ୍ଚା ସମୟରେ ପ୍ୟାନେଲିଷ୍ଟ ଟେକ୍ନୋଲୋଜି...

ବୋରିସ୍‌ଙ୍କୁ ରୁଷିଆରେ ପ୍ରବେଶ ମନା…

ମସ୍କୋ, ୧୬।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କୁ ରୁଷିଆରେ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି। ବ୍ରିଟେନର ପ୍ରତିବନ୍ଧକକୁ ଦୃଷ୍ଟିରେ ରଖି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର...

ମସ୍କଙ୍କ ନାଁରେ ଯୌନ ଉତ୍ପୀଡ଼ନ ଅଭିଯୋଗ

ଓକ୍‌ଲାଣ୍ଡ,୨୧।୫: ଟେସ୍‌ଲା ସିଇଓ ଏଲନ୍‌ ମସ୍କ ୨୦୧୬ରେ ନିଜ କମ୍ପାନୀ ସ୍ପେସେକ୍ସର ଏକ ପ୍ରାଇଭେଟ୍‌ ଜେଟ୍‌ରେ ଯାତ୍ରାବେଳେ ଜଣେ ମହିଳା କର୍ମଚାରୀଙ୍କୁ ଯୌନ ଉତ୍ପୀଡ଼ନ କରିଥିବା...

Advertisement
Archives

Model This Week