Posted inଖେଳ

ଅଞ୍ଜଳି, ଅର୍ଜୁନଙ୍କ ସହ ସଚିନ ଭୋଟ୍‌ ଦେଲେ

ମୁମ୍ବାଇ,୨୨।୧୦- କ୍ରିକେଟ ଲିଜେଣ୍ଡ ସଚିନ୍‌ ତେନ୍ଦୁଲକର ବାନ୍ଦ୍ରାରେ ଭୋଟ୍‌ ଦେଇଛନ୍ତି। ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ନିର୍ବାଚନ ହୋଇଥିବା ବେଳେ ସେ ସ୍ତ୍ରୀ ଅଞ୍ଜଳି ଓ ପୁଅ ଅର୍ଜୁନଙ୍କ ସହ ଭୋଟ ଦେଇଥିଲେ। ବୟସ୍କ ବ୍ୟକ୍ତିମାନେ ଭୋଟ ଦେବାକୁ ଲାଇନ୍‌ରେ ଠିଆ ହୋଇଥିବା ବେଳେ ସେ ଏମାନଙ୍କୁ ପ୍ରଶଂସା କରିଛନ୍ତି। ଯୁବ ପିଢ଼ିକୁ ମଧ୍ୟ ଭୋଟ ଦେବା ପାଇଁ ସେ ଆହ୍ବାନ ଦେଇଥିଲେ। ଭୋଟ ଦେବାକୁ ଯୋଗ୍ୟ ହୋଇଥିଲେ ଭୋଟ ନିଶ୍ଚିତ ଦେବା ଆବଶ୍ୟକ ବୋଲି ସେ କହିଛନ୍ତି। ମତଦାନର ଗୁରୁତ୍ୱକୁ ଉପଲବ୍ଧି କରି ସେ ଅଞ୍ଜଳି, ଅଜୁର୍ନଙ୍କ ସହ ନିଜର ଫଟୋ ଟୁଇଟରରେ ଅପଲୋଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?