ଅଟକିଲା କଟକ

କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ପୂର୍ବରୁ ଏ ନେଇ ବସ୍‌ ମାଲିକ ସଂଘ ପକ୍ଷରୁ ଘୋଷଣା କରାଯାଇଥିଲା। ସେହିଭଳି ସହରର ଅନ୍ୟାନ୍ୟ ଜନଗହଳିପୂର୍ଣ ଅଞ୍ଚଳ ଯଥା ଲିଙ୍କରୋଡ଼, ବକ୍ସି ବଜାର, କଲେଜ ଛକ, ଓଏମ୍‌ପି ଛକ, ମଙ୍ଗଳାବାଗ, ଚଣ୍ଡୀ ଛକ ସହ ଅନ୍ୟାନ୍ୟ ଅଞ୍ଚଳ ଜନଶୂନ୍ୟ ରହିଛି। ଅନ୍ୟପଟେ ମାଲଗୋଦାମ କିନ୍ତୁ ଖୋଲା ରହିଛି। ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି ହେଉଥିବା ଯୋଗୁ ବ୍ୟବସାୟୀମାନେ ଏହି ନିଷ୍ପତ୍ତି ନେଇଛନ୍ତି।
ସେହିଭଳି ପୋଲିସ ପକ୍ଷରୁ ପ୍ରମୁଖ ଛକଗୁଡିକରେ ଯାଞ୍ଚ କଡାକଡି କରାଯାଇଛି। ଆବଶ୍ୟକ ନ ଥିଲେ ଯେଉଁମାନେ ଅଯଥାରେ ଗାଡି ଧରି ବୁଲୁଛନ୍ତି, ସେମାନଙ୍କୁ ତାଗିଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri