ଅଟକିଲା କଟକ

କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ପୂର୍ବରୁ ଏ ନେଇ ବସ୍‌ ମାଲିକ ସଂଘ ପକ୍ଷରୁ ଘୋଷଣା କରାଯାଇଥିଲା। ସେହିଭଳି ସହରର ଅନ୍ୟାନ୍ୟ ଜନଗହଳିପୂର୍ଣ ଅଞ୍ଚଳ ଯଥା ଲିଙ୍କରୋଡ଼, ବକ୍ସି ବଜାର, କଲେଜ ଛକ, ଓଏମ୍‌ପି ଛକ, ମଙ୍ଗଳାବାଗ, ଚଣ୍ଡୀ ଛକ ସହ ଅନ୍ୟାନ୍ୟ ଅଞ୍ଚଳ ଜନଶୂନ୍ୟ ରହିଛି। ଅନ୍ୟପଟେ ମାଲଗୋଦାମ କିନ୍ତୁ ଖୋଲା ରହିଛି। ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି ହେଉଥିବା ଯୋଗୁ ବ୍ୟବସାୟୀମାନେ ଏହି ନିଷ୍ପତ୍ତି ନେଇଛନ୍ତି।
ସେହିଭଳି ପୋଲିସ ପକ୍ଷରୁ ପ୍ରମୁଖ ଛକଗୁଡିକରେ ଯାଞ୍ଚ କଡାକଡି କରାଯାଇଛି। ଆବଶ୍ୟକ ନ ଥିଲେ ଯେଉଁମାନେ ଅଯଥାରେ ଗାଡି ଧରି ବୁଲୁଛନ୍ତି, ସେମାନଙ୍କୁ ତାଗିଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗିର ଫେରୁଥିବା ଶ୍ରମିକଙ୍କ ସମସ୍ୟା ବୁଝିଲେ ତହସିଲଦାର

ଶେରଗଡ଼,୩ା୪(ଡି.ଏନ୍‌.ଏ.)- ଶେରଗଡ଼ ପଥରପୁଞ୍ଜି ଗ୍ରାମ ରାସ୍ତାରେ ରବିବାର ମଧ୍ୟାହ୍ନରେ ୩୦ଜଣ ଶ୍ରମିକ ଛୋଟ ଛୁଆଙ୍କୁ ଧରି ଚାଲିଚାଲି ଯାଉଥିବା ସ୍ଥାନୀୟ ଯୁବକମାନେ ଦେଖିଥିଲେ। ଏନେଇ ଶେରଗଡ଼...

ବେଆଇନ ମାଙ୍କଡ଼ା ଖଣି ସିଲ୍‌

ନିରାକାରପୁର,୨୬।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ଦୈନିକ ବେଆଇନ ଭାବେ ଖଣି ଖନନ କରିବା ସହିତ...

ଟିକାକରଣରେ ପାତରଅନ୍ତର ଅଭିଯୋଗ

ଚୌଦ୍ୱାର,୧୮।୫(ଡି.ଏନ.ଏ.)- ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଟିକାକରଣରେ ପାତରଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ୩ଜଣ କର୍ମଚାରୀ ଟିକା...

୨୭ ବର୍ଷର ଜବରଦଖଲ ହଟିଲା

ଢେଙ୍କାନାଳ ଅଫିସ୍‌,୧୭ା୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କାଣ୍ଡବିନ୍ଧା ଗ୍ରାମରେ ଖେଳପଡ଼ିଆ ପାଇଁ ଉଦ୍ଦିଷ୍ଟ ସରକାରୀ ଜାଗା ଜବରଦଖଲ ମୁକ୍ତ ହୋଇଛି। ଦୀର୍ଘ ୨୭ବର୍ଷ ଧରି ସେହି...

କୁକୁର ଏକାଦଶାହ ପାଳିଲେ ମାଲିକ

ଖୋର୍ଦ୍ଧା ଅଫିସ,୨୭ା୧୦: ସମାଜର ମଣିଷ ଜାତିରେ କେହି ମୃତ ହେଲେ ଦଶାହ, ଏକାଦଶାହ ହୋଇଥାଏ। ଏଥିରେ ପରିବାରର ସମସ୍ତ ସଦସ୍ୟ ଏକାଠି ହୋଇ ମୃତବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି...

ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ...

୩ ଯୁଗ୍ମ ସଚିବଙ୍କ ବିଞ୍ଝାରପୁର ଗସ୍ତ

ବିଞ୍ଝାରପୁର, ୨୨।୫ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ତିନି ପ୍ରମୁଖ ବିଭାଗର ଯୁଗ୍ମ ସଚିବ ଶୁକ୍ରବାର ବିଞ୍ଝାରପୁର ବ୍ଲକ ଗସ୍ତ କରି କରୋନା ସଂକ୍ରମଣ ଓ ବାତ୍ୟା ଅମ୍ଫନ...

ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର

ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...

Advertisement
Archives

Model This Week