Posted inଜାତୀୟ

ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କରିବେ ମୋଦି

ଲକ୍ଷ୍ନୌ,୨୧।୧୨: ଡିସେମ୍ବର ୨୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ତାଙ୍କର ଏକ ପ୍ରତିମୂର୍ତ୍ତିର ଲୋକାର୍ପଣ କରାଯିବ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଲୋକଭବନରେ ଅଟଳବିହାରୀଙ୍କ ୨୫ ଫୁଟ ଉଚ୍ଚା କାଂସ୍ୟ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପାଇଁ ଡିସେମ୍ବର ୨୩ଠାରୁ ୨୫ ପର୍ଯ୍ୟନ୍ତ ଏକ ଉତ୍ସବ ଆୟୋଜନ କରାଯାଉଛି। ପ୍ରତିମୂର୍ତ୍ତି ଲୋକାର୍ପଣ ଉତ୍ସବରେ ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇ ରେକର୍ଡ

ଜଗଦୀଶପୁର,୨୪।୪: ବିହାରର ଜଗଦୀଶପୁରରେ ଶନିବାର ୭୭,୭୦୦ ଲୋକ ଏକସଙ୍ଗେ ଭାରତୀୟ ଜାତୀୟ ପତାକା (ତ୍ରିରଙ୍ଗା) ଉଡ଼ାଇ ୧୮ ବର୍ଷ ପୂର୍ବେ ପାକିସ୍ତାନ କରିଥିବା ରେକର୍ଡକୁ ଭଙ୍ଗ...

ବିଧାୟକଙ୍କ ଉପରେ ଆକ୍ରମଣ: ୧୫ କିମି ଦୌଡି ବଞ୍ଚାଇଲେ ଜୀବନ

ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆଜି ଅନୁଷ୍ଠିତ ହେଉଛି। ମତଦାନର କିଛି ଘଣ୍ଟା ପୂର୍ବରୁ ଉତ୍ତର ଗୁଜରାଟର ବନାସକାନ୍ତ ଜିଲାରେ କଂଗ୍ରେସ...

ଜାଲ୍‌ ଡାକ୍ତର ସାର୍ଟିଫିକେଟ ଦେଇ ୧୦ ବର୍ଷ ହେଲା କରୁଥିଲେ ହଜାର ଅପରେଶନ

ମିରଟ୍‌,୧।୧୦: ଉତ୍ତର ପ୍ରଦେଶର ସହାରନପୁରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜାଲ୍‌ ସାର୍ଟିଫିକେଟ ଦେଇ ଗତ୧୦ ବର୍ଷ ହେଲା ଜଣେ ନକଲି ଡାକ୍ତର ହଜାରରୁ...

ଭାରତ-ବାଂଲାଦେଶ ମିଳିତ ସମରାଭ୍ୟାସ: ସମ୍ପ୍ରିତି-୯

ଶିଲଂ,୨।୨: ଭାରତ-ବାଂଲାଦେଶ ମଧ୍ୟରେ ମିଳିତ ସମରାଭ୍ୟାସ ସମ୍ପ୍ରିତି-୯ ସୋମବାରଠାରୁ ଆରମ୍ଭ ହେବ। ମେଘାଳୟର ଶିଲଂସ୍ଥିତ ଉମରୋଇ କ୍ୟାଣ୍ଟନମେଣ୍ଟ୍‌ରେ ଏହି ମିଳିତ ସମରାଭ୍ୟାସ ଅନୁଷ୍ଠିତ ହେବ। ଆତଙ୍କବାଦୀଙ୍କ...

ରତନ ଟାଟାଙ୍କ ପାଦ ଛୁଇଁଲେ ନାରାୟଣ ମୂର୍ତ୍ତି

ନୂଆଦିଲ୍ଲୀ,୨୯।୧: ଟାଟା ଗ୍ରୁପର ପୂର୍ବତନ ଚେୟାରମ୍ୟାନ ରତନ ଟାଟା ଭାରତର ପ୍ରତିଷ୍ଠିତ କୋଟିପତି ବ୍ୟବସାୟୀଙ୍କ ମଧ୍ୟରୁ ଅନ୍ୟତମ। ନିକଟରେ ତାଙ୍କୁ ଟାଇକୋନ ପକ୍ଷରୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ...

୭ମ ଶ୍ରେଣୀ ଛାତ୍ରୀ ଆରୋହଣ କଲେ ୬୯୬୨ ମିଟର ଉଚ୍ଚା ଗିରିଶୃଙ୍ଗ

ମୁମ୍ବାଇ/ଓ୍ବାଶିଂଟନ, ୯।୨: ଜଣେ ୭ ଶ୍ରେଣୀ ଛାତ୍ରୀ ଦକ୍ଷିଣ ଆମେରିକାର ସର୍ବୋଚ୍ଚ ଗିରିଶୃଙ୍ଗ ମାଉଣ୍ଟ୍‌ ଆକୋନ୍‌କାଗୁଆ ଆରୋହଣ କରିଛନ୍ତି। ମୁମ୍ବାଇର ନୌସେନା ସ୍କୁଲରେ ପଢୁଥିବା ଛାତ୍ରୀ...

ମସ୍ତିଷ୍କ ଜ୍ୱରରେ ଗଲାଣି ୧୫୧ ଶିଶୁଙ୍କ ଜୀବନ: ଏବେ ଘାରିଛି ଶିଶୁ ବିକଳାଙ୍ଗ ହେବାର ଡର

ପାଟଣା, ୨୦।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଏହି ରୋଗରେ ଏପର୍ଯ୍ୟନ୍ତ...

୬୪% ଭାରତୀୟଙ୍କୁ ଦୈନିକ ୩ରୁ ଅଧିକ ସ୍ପାମ୍‌ କଲ୍‌

ନୂଆଦିଲ୍ଲୀ,୧୮।୫: ଭାରତୀୟମାନେ ସର୍ବାଧିକ ବିରକ୍ତିକର ଫୋନ୍‌ କଲ୍‌ ପାଉଛନ୍ତି। କେହି ଫୋନ୍‌ ଯୋଗେ ସୁବିଧାରେ ଋଣ ନେବା କିମ୍ବା ସମ୍ପତ୍ତି ବିକ୍ରି କରିବା ପାଇଁ ଉଦ୍ୟମ...

Advertisement
Archives

Model This Week