ଆବଶ୍ୟକ ସାମଗ୍ରୀ- ଅଟା- ଏକ କପ୍, ଚିନି – ଏକ କପ୍, ରିଫାଇନ୍ ତେଲ କିମ୍ବା ବଟର- ୧/୪ କପ୍, ଦହି- ୩ ରୁ ୪ ଛୋଟ ଚାମଚ, ଗୁଜୁରାତି- ଗୁଣ୍ଡ (୪ରୁ ୫ଟି), ଅମୁଲ ବା ମିଲ୍କ ପାଉଡର- ୧/୪ କପ୍, କାଜୁ, ଆଲମଣ୍ଡ- ଅଳ୍ପ, ବେକିଂ ପାଉଡର ଓ ବେକିଂ ସୋଡା- ଅଳ୍ପ, କ୍ଷୀର- ୧ କପ୍।
ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ କେକ୍ ଟିନ୍ ଆଣି ସେଥିରେ ସବୁଆଡେ ଭଲରେ ତେଲ ଲଗାଇ ଦିଅନ୍ତୁ। ଏହାପରେ ଏକ ବଡ଼ ପାତ୍ର ଆଣି ସେଥିରେ ରିିଫାଇନ୍ ତେଲ ପକାନ୍ତୁ, ପରେ ସେଥିରେ ଦହି ପକାନ୍ତୁ। ତା’ପରେ ଗୁଜୁରାତି ଗୁଣ୍ଡକୁ ପକାନ୍ତୁ। ଗୁଜୁରାତି ବଦଳରେ ବିଭିନ୍ନ ଏସେନ୍ସ ମଧ୍ୟ ପକାଇପାରିବେ। ଏହାପରେ ଚିନିକୁ ଗ୍ରାଇଣ୍ଡିଂ କରି ଏଥିରେ ମିଶାନ୍ତୁ। ଏବେ ସବୁକୁ ଭଲଭାବେ ଗୋଳାନ୍ତୁ। ଏବେ ସେଥିରେ ଏକ ଚଲାରେ ଅଟାକୁ ଚଲାଇ ଅଟା ପକାନ୍ତୁ। ଏହାପରେ ସେଥିରେ ଅମୁଲ ବା ମିଲ୍କ ପାଉଡର ପକାଇ ସେଥିରେ କ୍ଷୀର ଦେଇ ଭଲଭାବେ ଗୋଳାନ୍ତୁ। ଏବେ ସେଥିରେ ଏକ ଚାମଚ ବେକିଂ ପାଉଡର ଏବଂ ଅଧା ଚାମଚର ବେକିଂ ସୋଡା ପକାଇ ମିଶାନ୍ତୁ। ଏହାପରେ ସେଥିରେ କାଜୁ ଏବଂ ଆଲମଣ୍ଡକୁ ଛୋଟ ଛୋଟ ଖଣ୍ଡ କରି ଏଥିରେ ମିଶାନ୍ତୁ।
କଡେଇକୁ ଚୁଲିରେ କଭର ଦେଇ ୫ ମିନିଟ୍ ଗରମ କରନ୍ତୁ। କେକ୍ ଟିନ୍ରେ କେକ୍ ମିଶ୍ରଣକୁ ଢାଳି ତା’ ଉପରେ କିଛି ଆଲମଣ୍ଡ ସଜାଇ ଏହାକୁ ନେଇ କଡେଇ ଭିତରେ ରଖି ଘୋଡାଇ ଦିଅନ୍ତୁ। ଗ୍ୟାସର ଆଞ୍ଚକୁ ପୂରା କମ୍ କରି ଏହାକୁ ୪୦ ମିନିଟ୍ ପର୍ଯ୍ୟନ୍ତ ରଖନ୍ତୁ। ଏହାପରେ ଏକ କାଠି ଭିତରକୁ ପୂରାଇ କେକ୍ ହୋଇଛି କି ନାହିଁ ଦେଖି ଓହ୍ଲାଇ ଦିଅନ୍ତୁ।
Posted inHome Left, ଜୀବନଚର୍ଯ୍ୟା View All
ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍…
ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…
ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା
ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…
ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…
ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…
ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….
ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…
ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର
ନୂଆଦିଲ୍ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…
୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍ଆଇ ଓ ସହଯୋଗୀ
ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…
ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…
ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…
ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …
ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…
Archives

