ଅଟୋକୁ ଧକ୍କା ଦେଇ ଡମ୍ପର ଫେରାର: ୩ ଗୁରୁତର

ବସ୍ତା,୩୧।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥର ବସ୍ତା ବାହାର୍ଦ୍ଦା ମଧ୍ୟବର୍ତ୍ତୀ ପୁନସିଦାଠାରେ ବୁଧବାର ଅପରାହ୍ନ ୩ଟାରେ ଏକ ଦୁର୍ଘଟଣା ଘଟିଛି। ବାଲେଶ୍ୱରରୁ ଆସୁଥିବା ଏକ ଅଟୋକୁ ଡମ୍ପର ଧକ୍କାଦେବା ଯୋଗୁ ୩ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ଗୁରୁତରମାନଙ୍କୁ ଉଦ୍ଧାର କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଡମ୍ପରଟି ଫେରାର ହୋଇଯାଇଥିବା ଜଣାପଡ଼ିଛି। ତେବେ ଖବର ଲେଖାଯିବା ପର୍ଯ୍ୟନ୍ତ ଆହତମାନଙ୍କର ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୧ ଲକ୍ଷ ଏକରରେ ହେବ କଫି ଚାଷ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ବଡ଼ ପରାମର୍ଶ ଦେଇଛନ୍ତି। ଜୈବିକ ପ୍ରଣାଳୀରେ ଚାଷ କରିବାକୁ ଚାଷୀଙ୍କୁ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଧାନ…

ଇନଷ୍ଟାଗ୍ରାମରୁ ଯୁବକଙ୍କୁ ପ୍ରେମ କରି ଶ୍ବଶୁର ଘରୁ ଫେରାର୍‌ ହୋଇଗଲେ ବିବାହିତା ମହିଳା, ଥାନାରେ ସ୍ବାମୀ ପହଞ୍ଚି…

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗାଁରୁ ଜଣେ ବିବାହିତା ମହିଳା ସୋମବାର ଫେରାର୍‌ ହୋଇଯାଇଥିବା ଅଭିଯୋଗ ହୋଇଛି।ଏନେଇ ତାଙ୍କ ସ୍ବାମୀ ଦିଗପହଣ୍ଡି…

ଅଙ୍ଗନୱାଡ଼ିରୁ ମିଳୁଥିବା ବାଦାମ ଚିକି ଖାଇ ଗର୍ଭବତୀ ଗୁରୁତର, ସିଡିପିଓ ଅଫିସରେ ଧାରଣା ଦେଲେ ଲୋକେ

ବନ୍ତ,୧୯।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ବନ୍ତ ପଞ୍ଚାୟତର ସଖୀପାଟଣା ଅଙ୍ଗନୱାଡ଼ି କେନ୍ଦ୍ରରୁ ମିଳିଥିବା ଅସ୍ବାସ୍ଥ୍ୟକର ପୃଷ୍ଟିକର ଖାଦ୍ୟ ଖାଇ ଜଣେ ଗର୍ଭବତୀ ମହିଳା…

ପୂର୍ବ ଶତ୍ରୁତା, ପଡୋଶୀଙ୍କ କାତି ଚୋଟରେ ଯୁବକ ଗୁରୁତର

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁରରେ ଅଭାବନୀୟ ଘଟଣା । ବଡ଼ସାହିର ଦୀପକ ସେଠୀଙ୍କ କାତି ଚୋଟରେ ପଡୋଶୀ ଡି.ବିଜୟ(୪୫) ଗୁରୁତର ଆହତ…

ସଲମାନ ଖାନଙ୍କ ଘରେ ପଶିଲା ସାପ:ଖେଳିଗଲା ଆତଙ୍କ, ତା’ପରେ ଯାହା ଘଟିଲା…

ମୁମ୍ବାଇ,୧୯।୪: ମୁମ୍ବାଇର ବାନ୍ଦ୍ରାରେ ଥିବା ଅଭିନେତା ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ମଙ୍ଗଳବାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ହଠାତ୍‌ ଏକ ସାପ ଆପାର୍ଟମେଣ୍ଟରେ ପଶିଯାଇଛି। ସାପଟିକୁ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ଯୁବକ ବୁଡିଯାଇ ଗୁରୁତର

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଗାଧୋଇବା ବେଳେ ଅଳ୍ପକେ ବର୍ତ୍ତିିଲେ ଯୁବକ। ସମୁଦ୍ରରେ ବୁଡି ଯାଉଥିବା ବେଳେ ରକ୍ଷାକଲେ ମତ୍ସ୍ୟଜୀବୀ ଓ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ପୋଲିସ।ଗୁରୁତର ଅବସ୍ଥାରେ ଛତ୍ରପୁର…

ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସୁନ୍ଦର କରିବା ନିମନ୍ତେ ଲକ୍ଷ୍ୟ : ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେଲେ ଅତିରିକ୍ତ ଜିଲାପାଳ ସହ…

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସବୁଜ ଓ ସୁନ୍ଦର କରିବା ନିମନ୍ତେ ଆଜି ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ ପରିବେଶ…

ଜଙ୍ଗଲରେ ଲୁଚାଇ ରଖିଥିଲେ ୪୫ ପିଆଶାଳ ପଟା: ମାଡ଼ିବସିଲା…

ଗୁଡ଼ାରି,୧୯।୫ (ପ୍ରମୋଦ କୁମାର ପତି ) ରାୟଗଡା ଜିଲା ଗୁଡ଼ାରି ରେଞ୍ଜ କର୍ମଚାରୀମାନେ ପେଣ୍ଡିଲି ଗ୍ରାମ ପଞ୍ଚାୟତର ମନ୍ତରଝୋଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୪୫ଟି ପିଆଶାଳ ପଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri